ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ୨ଟି ପ୍ରକଳ୍ପ ଶୁଭାରମ୍ଭ କଲେ ରାଜ୍ୟପାଳ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଆଜି ୭୪ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ଏସି.ସି. ଜମିର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେଣ୍ଟର ଫର୍‌ ଟିଚର ଏଜୁକେସନ ଓ ଭର୍ଚୁଆଲ ଟିଉଟରିଆଲ ପ୍ରକଳ୍ପର ଶୁଭାରମ୍ଭ ରାଜ୍ୟପାଳ କରିଛନ୍ତି। ଉତ୍ସବରେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଛି। ଏହି ଅବସସରେ ଉତ୍କଳ ବିଶ୍ୱବିଦ୍ୟାଳୟର ଗବେଷଣା ଓ ବିକାଶ ପାଇଁ ନାଲକୋ ସିଏମ୍‌ଡି ଏକ ଏମ୍‌ଓୟୁ ସ୍ୱାକ୍ଷର କରିଥିଲେ।

sc-jamir

Rakesh Mallick
  • Published: Sunday, 27 November 2016
  • , Updated: 27 November 2016, 02:18 PM IST

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଆଜି ୭୪ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ଏସି.ସି. ଜମିର ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେଣ୍ଟର ଫର୍‌ ଟିଚର ଏଜୁକେସନ ଓ ଭର୍ଚୁଆଲ ଟିଉଟରିଆଲ ପ୍ରକଳ୍ପର ଶୁଭାରମ୍ଭ ରାଜ୍ୟପାଳ କରିଛନ୍ତି। ଉତ୍ସବରେ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଛି।

ଏହି ଅବସସରେ ଉତ୍କଳ ବିଶ୍ୱବିଦ୍ୟାଳୟର ଗବେଷଣା ଓ ବିକାଶ ପାଇଁ ନାଲକୋ ସିଏମ୍‌ଡି ଏକ ଏମ୍‌ଓୟୁ ସ୍ୱାକ୍ଷର କରିଥିଲେ।

Related story