ବାଣୀ ବିହାର ହଷ୍ଟେଲ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ  ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ  ମିଡ୍ ସେମିଷ୍ଟର ପରୀକ୍ଷାକୁ ବି  କର୍ତ୍ତୃପକ୍ଷ ଘୁଞ୍ଚାଇ ଦେଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Utkaluniversity

Utkaluniversity

Jyoshna Pradhan
  • Published: Monday, 16 March 2020
  • Updated: 16 March 2020, 01:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ  ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏଥିସହ  ମିଡ୍ ସେମିଷ୍ଟର ପରୀକ୍ଷାକୁ ବି  କର୍ତ୍ତୃପକ୍ଷ ଘୁଞ୍ଚାଇ ଦେଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story