Advertisment

ବାଣୀ ବିହାର ହଷ୍ଟେଲ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ  ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ  ମିଡ୍ ସେମିଷ୍ଟର ପରୀକ୍ଷାକୁ ବି  କର୍ତ୍ତୃପକ୍ଷ ଘୁଞ୍ଚାଇ ଦେଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ବାଣୀ ବିହାର ହଷ୍ଟେଲ ବନ୍ଦ

Utkaluniversity

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ  ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ଏଥିସହ  ମିଡ୍ ସେମିଷ୍ଟର ପରୀକ୍ଷାକୁ ବି  କର୍ତ୍ତୃପକ୍ଷ ଘୁଞ୍ଚାଇ ଦେଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe