ପିଲା ତାତିଲେ, ସରକାର ନରମିଲେ: ବନ୍ଦ ହେବନି ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ଆଶଙ୍କାରେ ରାଜଧାନୀ ଭୁବନେଶ୍ୱରରର ଶିକ୍ଷାନୁଷ୍ଠାନଗୁଡ଼ିକୁ ଖାଲି କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ନିର୍ଦ୍ଦେଶ ଦେବାକୁ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜାତୀୟ ରାଜପଥ ଅବରୋଧ କରିବା ପରେ ସରକାର କୋହଳ ଆଭିମୁଖ୍ୟ ପୋଷଣ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଏବେ ବନ୍ଦ ହେବ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ […]

Utkaluniversity

Utkaluniversity

Manoranjan Sial
  • Published: Friday, 09 April 2021
  • Updated: 09 April 2021, 05:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ସଂକ୍ରମଣ ଆଶଙ୍କାରେ ରାଜଧାନୀ ଭୁବନେଶ୍ୱରରର ଶିକ୍ଷାନୁଷ୍ଠାନଗୁଡ଼ିକୁ ଖାଲି କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ନିର୍ଦ୍ଦେଶ ଦେବାକୁ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜାତୀୟ ରାଜପଥ ଅବରୋଧ କରିବା ପରେ ସରକାର କୋହଳ ଆଭିମୁଖ୍ୟ ପୋଷଣ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଏବେ ବନ୍ଦ ହେବ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଗତ ୨ଦିନ ତଳେ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖାଲି ପାଇଁ ନିର୍ଦ୍ଦେଶ ଦିଆଯିବା ପରେ ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀମାନଙ୍କୁ ଆସନ୍ତା ୧୨ତାରିଖ ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଯାହାର ପ୍ରତିବାଦରେ ଛାତ୍ରଛାତ୍ରୀମାନେ ଆଜି ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଜାତୀୟ ରାଜପଥକୁ ଅବରୋଧ କରିଥିଲେ।

ତେବେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସାହୁ ଆଜି ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ଏକ ପ୍ରତିନିଧି ଦଳକୁ ଡକାଇ ସେମାନଙ୍କ ସହ ଆଲୋଚନା ପରେ ଏବେ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଖୋଲା ରହିବ ବୋଲି ଘୋଷଣା କରିଛନ୍ତି। ପିଲାମାନଙ୍କ ପାଠପଢ଼ା ଓ ଉଚ୍ଚଶିକ୍ଷା ପାଇଁ ହଷ୍ଟେଲ ଖୋଲା ଯିବାର ଆବଶ୍ୟକତା ରହିଛି। ତେଣୁ ଏବେ ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଖୋଲା ରହିବ। ପରବର୍ତ୍ତୀ ସମୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ। କରୋନା ଗାଇଡଲାଇନ ମାନି ହଷ୍ଟେଲରେ ରହିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ଶ୍ରୀ ସାହୁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୧୨ତାରିଖ ସୁଦ୍ଧା ଚତୁର୍ଥ ସେମିଷ୍ଟାର ପିଲା ଓ ୧୬ତାରିଖ ସୁଦ୍ଧା ପ୍ରଥମ ସେମିଷ୍ଟାର ପିଲାଙ୍କୁ ହଷ୍ଟେଲ ଛାଡ଼ିବା ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେବା ପ୍ରତିବାଦରେ ଛାତ୍ରଛାତ୍ରୀମାନେ ଆଜି ବାଣୀବିହାର ନିକଟରେ ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ସରକାର ଓ ବିଏମସିର ଏଭଳି ନିଷ୍ପତ୍ତିକୁ କଡ଼ା ବିରୋଧ କରି ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରିବା ପାଇଁ ଛାତ୍ରଛାତ୍ରୀମାନେ ଚେତାବନୀ ଦେବାପରେ ସରକାର କୋହଳ ଆଭିମୁଖ୍ୟ ପୋଷଣ କରିଛନ୍ତି ଓ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଖୋଲା ରହିବ ବୋଲି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story