ହଷ୍ଟେଲ ଓ ଆଡମିସନ ଫି’ ବୃଦ୍ଧି ପ୍ରତିବାଦରେ କୁଳପତିଙ୍କ କାର୍ଯ୍ୟାଳୟ ଘେରାଉ

ଭୁବନେଶ୍ୱର: ହଷ୍ଟେଲ ଓ ଆଡମିସନ ଫି’ ବୃଦ୍ଧି ପ୍ରତିବାଦରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟାଳୟକୁ ଆଜି ଏମ୍‌.ଫିଲ୍‌ ଛାତ୍ରଛାତ୍ରୀ ଘେରାଉ କରିଛନ୍ତି। ପୂର୍ବରୁ ଏ ନେଇ ଛାତ୍ରଛାତ୍ରୀମାନେ ୩ ଥର କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଥିଲେ। କିନ୍ତୁ ସେଥିରୁ କୌଣସି ସୁଫଳ ନ ମିଳିବାରୁ ସେମାନେ ଆନ୍ଦୋଳନ କରିଥିବା କହିଛନ୍ତି।

ଆଜି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଫି’ ବୃଦ୍ଧି ପ୍ରତ୍ୟାହାର ଦାବିରେ ନିଷ୍ପତ୍ତି ନିଅନ୍ତୁ ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି।

ଆହୁରି ପଢ଼ନ୍ତୁ

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ସିଲ୍‌ଭର ସିଟିରେ ପୁଣି ଥରେ ସକ୍ରିୟ ହେଉଛି କି ଡି-ବ୍ରଦର୍ସ ଗ୍ୟାଙ୍ଗ?

୪ ଜିଲ୍ଲା ଓ ରାଉରକେଲା ସହରରେ ଶଟ୍‌ଡାଉନ୍‌ କିଛି ଘଣ୍ଟା କୋହଳ

କିଏ ହେବ ଜଗନ୍ନାଥଙ୍କୁ ସାହା ?