ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶିକ୍ଷଣ ପରେ ହିଁ ଗର୍ଭବତୀ ମହିଳାଙ୍କୁ ଦିଆଯିବ କୋଭିଡ୍ ଟିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁହିକ ଟିକାକରଣ ମାଧ୍ୟମରେ କୋଭିଡ୍‌-୧୯ ମହାମାରୀ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ଷ୍ୟ ରଖିଥିବା ରାଜ୍ୟ ସରକାର ଏବେ ଗର୍ଭବତୀ ମହିଳାଙ୍କୁ ଟିକାକରଣ କରାଯିବ ନାହିଁ ବୋଲି କହିଛନ୍ତି। ଗର୍ଭବତୀ ମହିଳାଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ଗାଇଡଲାଇନ୍ ଦେଇଥିଲେ ମଧ୍ୟ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶିକ୍ଷଣ ଦିଆଯିବା ପରେ ହିଁ ସେମାନଙ୍କୁ କୋଭିଡ୍ ଟିକା ଦିଆଯିବ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, […]

pregnant vaccination

pregnant vaccination

Ordigital Desk
  • Published: Saturday, 03 July 2021
  • Updated: 03 July 2021, 10:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁହିକ ଟିକାକରଣ ମାଧ୍ୟମରେ କୋଭିଡ୍‌-୧୯ ମହାମାରୀ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ଲକ୍ଷ୍ୟ ରଖିଥିବା ରାଜ୍ୟ ସରକାର ଏବେ ଗର୍ଭବତୀ ମହିଳାଙ୍କୁ ଟିକାକରଣ କରାଯିବ ନାହିଁ ବୋଲି କହିଛନ୍ତି। ଗର୍ଭବତୀ ମହିଳାଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ଗାଇଡଲାଇନ୍ ଦେଇଥିଲେ ମଧ୍ୟ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶିକ୍ଷଣ ଦିଆଯିବା ପରେ ହିଁ ସେମାନଙ୍କୁ କୋଭିଡ୍ ଟିକା ଦିଆଯିବ।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଚିଠି ଲେଖି ଗର୍ଭବତୀ ମହିଳାଙ୍କୁ କୋଭିଡ୍ ଟିକାକରଣ ନିମନ୍ତେ କିଛିଦିନ ଅପେକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଖୁବଶୀଘ୍ର ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ କର୍ମଶାଳା ଆୟୋଜନ କରିବ। ଏହାପରେ ରାଜ୍ୟ ପକ୍ଷରୁ ଜିଲ୍ଲାସ୍ତରରରେ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ତାଲିମ ଦିଆଯିବ। ତେଣୁ ଏବେ ଗର୍ଭବତୀଙ୍କୁ ଟିକା ନଦେଇ କେନ୍ଦ୍ର ସରକାରଙ୍କ କର୍ମଶାଳା ସରିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗର୍ଭବତୀ ମହିଳା ଓ ପ୍ରସୂତୀ ମହିଳାମାନେ ଏବେ କୋଭିଡ୍ ଟିକା ନେଉନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story