ଗର୍ଭବତୀଙ୍କୁ ମିଳିଲା କରୋନା ଟୀକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଗର୍ଭାବତୀଙ୍କ ଟୀକାକରଣ । ବିଏମ୍‌ସିର ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ସରକାରୀ ହସ୍ପିଟାଲରେ ଗର୍ଭବତୀଙ୍କ ଟିକାକରଣ କରାଯାଉଛି । ଆଜିଠାରୁ ଏହି ଅଭିଯାନକୁ ବ୍ୟାପକ କରାଯାଇଛି। ଭୁବନେଶ୍ୱରରେ ମୋଟ ୧୦ ହଜାରରୁ ଅଧିକ ଗର୍ଭବତୀଙ୍କୁ ଟିକାକରଣରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି । ସପ୍ତାହକୁ ଦୁଇଦିନ ଅର୍ଥାତ ବୁଧବାର ଏବଂ ଶନିବାର ଦିନ ୧୧ଟାରୁ ଦିନ ଗୋଟାଏ ମଧ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା ହୋଇଛି । ଏ […]

vaccine

vaccine

Niharika Rout
  • Published: Wednesday, 21 July 2021
  • Updated: 21 July 2021, 05:55 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଗର୍ଭାବତୀଙ୍କ ଟୀକାକରଣ । ବିଏମ୍‌ସିର ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ସରକାରୀ ହସ୍ପିଟାଲରେ ଗର୍ଭବତୀଙ୍କ ଟିକାକରଣ କରାଯାଉଛି । ଆଜିଠାରୁ ଏହି ଅଭିଯାନକୁ ବ୍ୟାପକ କରାଯାଇଛି।

ଭୁବନେଶ୍ୱରରେ ମୋଟ ୧୦ ହଜାରରୁ ଅଧିକ ଗର୍ଭବତୀଙ୍କୁ ଟିକାକରଣରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି । ସପ୍ତାହକୁ ଦୁଇଦିନ ଅର୍ଥାତ ବୁଧବାର ଏବଂ ଶନିବାର ଦିନ ୧୧ଟାରୁ ଦିନ ଗୋଟାଏ ମଧ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା ହୋଇଛି । ଏ ନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି  ।

ଗର୍ଭବତୀମାନେ ନିଜର ପରିଚୟ ପତ୍ର ଦେଖାଇ ଟିକା ନେଇପାରିବେ । ଗର୍ଭବତୀଙ୍କୁ ଟିକାକରଣ ପାଇଁ ଟିକାକରଣ କେନ୍ଦ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଟିକା ନେବା ପାଇଁ ଗର୍ଭବତୀଙ୍କୁ ଧାଡିରେ ଅପେକ୍ଷା କରିବାକୁ ପଡିବ ନାହିଁ । ଅନ୍ୟପକ୍ଷେ ଗର୍ଭବତୀଙ୍କ ଟୀକାକରଣ କାର୍ଯ୍ୟରେ  ନିୟୋଜିତ ଥିବା ସମସ୍ତ ନର୍ସ, ଏଏନ୍ଏମ୍ ଓ ଅଙ୍ଗନବାଡି କର୍ମୀଙ୍କୁ  ସ୍ୱତନ୍ତ୍ର ତାଲିମ ପ୍ରଦାନ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story