ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ନିର୍ବନ୍ଧ ସାରି କନ୍ୟା ଘରୁ ଫେରୁଥିବା ବେଳେ ଓଲଟି ପଡ଼ିଲା ଭ୍ୟାନ୍। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି।
ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ନାଲାଝର ଗାଁରୁ ବର ପକ୍ଷ ଏକ ଭ୍ୟାନ୍ରେ ନିର୍ବନ୍ଧ ପାଇଁ କନ୍ୟା ଘରକୁ ଯାଇଥିଲେ। ନିର୍ବନ୍ଧ ସରି ସେମାନେ ଫେରୁଥିବା ବେଳେ ଭ୍ୟାନ୍ଟି କିରିମିରା ଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ମହୁଲପଡ଼ା ଗାଁର ରାମ ଭୋଇଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଟିଟିଲାଗଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କୁ ଉଦ୍ଧାର କରି ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।