ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଚିକିତ୍ସାରେ ଅବହେଳା ଓ ଠିକ୍‌ ସମୟରେ ଆମ୍ୱୁଲାନ୍ସ ନ ମିଳିବାରୁ ଦୁର୍ଘଟଣାର ଶିକାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗରେ ଗତକାଲି ରାତିରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଥିଲେ। ସୂଚନା ଅନୁଯାୟୀ, ଗତକାଲି ରାତିରେ ଝାରସୁଗୁଡ଼ା ଜିଲ୍ଲା ଲଇକେରା ରାସ୍ତାର ଅରଡ଼ା ଛକ ନିକଟରେ ଏକ ମୋଟର ସାଇକେଲ୍‌ ଧକ୍କାରେ ଜଣେ ପଥଚାରୀ ଗୁରୁତର ହୋଇପଡ଼ିଥିଲେ। ତାଙ୍କ ନାଁ କମଳ ଦେହେରିଆ। […]

jharsuguda

jharsuguda

Jyoshna Pradhan
  • Published: Monday, 26 August 2019
  • Updated: 26 August 2019, 11:34 AM IST

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଚିକିତ୍ସାରେ ଅବହେଳା ଓ ଠିକ୍‌ ସମୟରେ ଆମ୍ୱୁଲାନ୍ସ ନ ମିଳିବାରୁ ଦୁର୍ଘଟଣାର ଶିକାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗରେ ଗତକାଲି ରାତିରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିଥିଲେ।

ସୂଚନା ଅନୁଯାୟୀ, ଗତକାଲି ରାତିରେ ଝାରସୁଗୁଡ଼ା ଜିଲ୍ଲା ଲଇକେରା ରାସ୍ତାର ଅରଡ଼ା ଛକ ନିକଟରେ ଏକ ମୋଟର ସାଇକେଲ୍‌ ଧକ୍କାରେ ଜଣେ ପଥଚାରୀ ଗୁରୁତର ହୋଇପଡ଼ିଥିଲେ। ତାଙ୍କ ନାଁ କମଳ ଦେହେରିଆ। ତାଙ୍କ ଘର ଅରଡ଼ା ଗାଁରେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନା ନେଇଯିବାକୁ ପରାମର୍ଶ ଦେଇଥିଲେ। ହେଲେ ଠିକ୍‌ ସମୟରେ ୧୦୮ ଆମ୍ବୁଲାନ୍ସ ନମିଳିବାରୁ ଅନ୍ୟ ଏକ ଗାଡ଼ିରେ ପରିବାର ଲୋକେ ତାଙ୍କୁ ବୁର୍ଲା ନେବାକୁ ପ୍ରସ୍ତୁତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ମୃତକଙ୍କ ସମ୍ପର୍କୀୟମାନେ ଡାକ୍ତରଖାନାରେ ଭଙ୍ଗାରୁଜା କରିବା ସହ ଡାକ୍ତରଙ୍କୁ ଠେଲାପେଲା କରିଥିଲେ। ଏମିତିକି ଦୁର୍ଘଟଣା ଘଟାଇଥିବା ଯୁବକଙ୍କୁ ମଧ୍ୟ ମାରପିଟ୍‌ କରିଥିବା ଜଣାପଡ଼ିଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।

ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାରେ ଅବହେଳା ହେବା ଯୋଗୁ ହିଁ କମଳଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story