ସିଲ୍‌ ହେଲା ବେଦାନ୍ତର ଜିଏପି ପ୍ଲାଣ୍ଟ

ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର) ଝାରସୁଗୁଡ଼ା ବେଦାନ୍ତ କାରଖାନାରେ ଅଗ୍ନିକାଣ୍ଡକୁ ନେଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କମ୍ପାନୀର ଜିଏପି ପ୍ଲାଣ୍ଟକୁ ସିଲ୍ କଲେ ଫ୍ୟାକ୍ଟ୍ରି ଓ ବଏଲର ବିଭାଗ ସହ ନିର୍ଦ୍ଦେଶକ। ଏଥିସହ ସମଗ୍ର କାରଖାନାର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଆଲୁମିନିୟମରେ ଗ୍ରୀନ୍‌ ଆନୋଡ଼ ପ୍ଲାଣ୍ଟ ଅପେରେସନ ବନ୍ଦ ପାଇଁ ଜିଲ୍ଲା ଫାକ୍ଟ୍ରି ଆଣ୍ଡ ବ୍ରୟଲର ବିଭାଗ ସହକାରୀ ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି  । ଉଲ୍ଲେଖନୀୟ ଯେ, ଦେଶର ଅନ୍ୟତମ ପ୍ରମୁଖ ଆଲୁମିନିୟମ ଉତ୍ପାଦକ […]

pl-1

pl-1

Tapas Behera
  • Published: Monday, 08 July 2019
  • Updated: 08 July 2019, 06:50 PM IST

Sports

Latest News

ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର) ଝାରସୁଗୁଡ଼ା ବେଦାନ୍ତ କାରଖାନାରେ ଅଗ୍ନିକାଣ୍ଡକୁ ନେଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କମ୍ପାନୀର ଜିଏପି ପ୍ଲାଣ୍ଟକୁ ସିଲ୍ କଲେ ଫ୍ୟାକ୍ଟ୍ରି ଓ ବଏଲର ବିଭାଗ ସହ ନିର୍ଦ୍ଦେଶକ। ଏଥିସହ ସମଗ୍ର କାରଖାନାର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଆଲୁମିନିୟମରେ ଗ୍ରୀନ୍‌ ଆନୋଡ଼ ପ୍ଲାଣ୍ଟ ଅପେରେସନ ବନ୍ଦ ପାଇଁ ଜିଲ୍ଲା ଫାକ୍ଟ୍ରି ଆଣ୍ଡ ବ୍ରୟଲର ବିଭାଗ ସହକାରୀ ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି  ।

ଉଲ୍ଲେଖନୀୟ ଯେ, ଦେଶର ଅନ୍ୟତମ ପ୍ରମୁଖ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଲିମିଟେଡର ଝାରସୁଗୁଡ଼ା ଠାରେ ଥିବା କାରଖାନାର ଜିଏପି ପ୍ଳାଣ୍ଟରେ ଶନିବାର ଅଗ୍ନିକାଣ୍ଡ ଘଟି ସାତ ଜଣ ଶ୍ରମିକ ଆହତ  ହୋଇଥିଲେ। ଏନେଇ ନେଇ କମ୍ପାନୀ ସୁରକ୍ଷା ନେଇ ଅନେକ ପ୍ରଶ୍ନ ସୃଷ୍ଟି ହୋଇଥିଲା।

ସେପଟେ କମ୍ପାନୀ କର୍ତ୍ତୃପକ୍ଷ ଘଟଣାକୁ ଚାପି ଦେବା ପାଇଁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଥିଲା। ଶନିବାର ଝାରସୁଗୁଡ଼ା ସ୍ଥିତ ବେଦାନ୍ତ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ହୋଇଥିଲା। ଏତିରେ ୭ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ଏନେଇ ବେଦାନ୍ତ  ଆଲୁମିନିୟମ କମ୍ପାନୀ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story