ଢେଙ୍କାନାଳ (ଓଡ଼ିଶା ରିପୋର୍ଟର): ଦିନ ଦ୍ୱିପ୍ରହରରେ ଜଣେ ପରିବା ଦୋକାନୀଙ୍କୁ ଅନ୍ୟ ଜଣେ ଦୋକାନୀ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାରୁ ଏଭଳି ଆକ୍ରମଣ ହୋଇଥିବା ଜଣାପଡିଛି। ଏପରି ଘଟଣା ଢେଙ୍କାନାଳ ଟାଉନ୍ରେ ଘଟିଛି।
ଦୋଳମଣ୍ଡପ ସାହିର ଶିବ ସେନାପତି ଜଗନ୍ନାଥ ରୋଡ୍ର ବାଳିକା ହାଇସ୍କୁଲ ନିକଟରେ ଯାଉଥିଲେ। ଏହି ସମୟରେ ବିରଞ୍ଚି ସାହୁ ନାମକ ଜଣେ ବ୍ୟକ୍ତି ତାଙ୍କୁ ଏକ କାତିରେ ଆକ୍ରମଣ କରିଥିଲେ। ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଆକ୍ରମଣକାରୀ ବିରଞ୍ଚିକୁ କାବୁ କରି ପୁଲିସ ଜିମା ଦେଇଛନ୍ତି। ଅନ୍ୟପକ୍ଷରେ ଗୁରୁତର ଆହତ ହୋଇଥିବା ଶିବଙ୍କୁ ମେଡିକାଲରେ ଭର୍ତ୍ତି କରିଛନ୍ତି। ଉଭୟ ପରିବା ମାର୍କେଟରେ ଦୋକାନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।
Crime
ମୋବାଇଲ ହେଲା କାଳ; ଝୁଲି ପଡ଼ିଲେ ଦମ୍ପତି
ଘର ବାହାରେ ୧୧ମାସର ଶିଶୁ କନ୍ୟାଟି କାନ୍ଦୁ ଥିବା ଶୁଣି ପାଖ ପଡ଼ୋଶୀ ଛୁଆ ପାଖକୁ ଧାଇଁ ଆସିଥିଲେ।