ଚିଲିକାରେ ପର୍ଯ୍ୟଟକ ନେଇପାରିବେ ବୋଟ୍ ହାଉସ୍ ଓ ଫ୍ଲୋଟିଂ ରେଷ୍ଟୁରାଣ୍ଟର ମଜା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୋଆ ଓ ଆଣ୍ଡାମାନ୍ ଭଳି ଚିଲିକାରେ ଚାଲିବ କ୍ରୁଜ୍। ଏଥିସହିତ ଏଠାରେ କେରଳ ଭଳି ବୋଟ୍ ହାଉସ୍ ତଥା ଫ୍ଲୋଟିଂ ରେଷ୍ଟୁରାଣ୍ଟର ମଜା ନେଇପାରିବେ ପର୍ଯ୍ୟଟକ। ଏଥିପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ। ଇଣ୍ଟିଗ୍ରେଟେଡ୍ କୋଷ୍ଟାଲ୍ ଜୋନ୍ ମ୍ୟାନେଜ୍‌ମେଣ୍ଟ୍‌ ଦ୍ୱାରା ନିଯୁକ୍ତ କନ୍‌ସଲ୍‌ଟିଂ ଫାର୍ମ ପ୍ରସ୍ତୁତ କରିଥିବା ଏହି ମାଷ୍ଟର ପ୍ଲାନ୍ ସମ୍ପର୍କରେ ସଚିବାଳୟରେ ବିସ୍ତୃତ ଆଲୋଚନା ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ରମ୍ଭାରେ ୩୨ ଏକର ଓ ସାତପଡ଼ାରେ […]

boat1

boat1

Jitendra Garnayak
  • Published: Friday, 07 June 2019
  • Updated: 07 June 2019, 09:39 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୋଆ ଓ ଆଣ୍ଡାମାନ୍ ଭଳି ଚିଲିକାରେ ଚାଲିବ କ୍ରୁଜ୍। ଏଥିସହିତ ଏଠାରେ କେରଳ ଭଳି ବୋଟ୍ ହାଉସ୍ ତଥା ଫ୍ଲୋଟିଂ ରେଷ୍ଟୁରାଣ୍ଟର ମଜା ନେଇପାରିବେ ପର୍ଯ୍ୟଟକ। ଏଥିପାଇଁ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ।

ଇଣ୍ଟିଗ୍ରେଟେଡ୍ କୋଷ୍ଟାଲ୍ ଜୋନ୍ ମ୍ୟାନେଜ୍‌ମେଣ୍ଟ୍‌ ଦ୍ୱାରା ନିଯୁକ୍ତ କନ୍‌ସଲ୍‌ଟିଂ ଫାର୍ମ ପ୍ରସ୍ତୁତ କରିଥିବା ଏହି ମାଷ୍ଟର ପ୍ଲାନ୍ ସମ୍ପର୍କରେ ସଚିବାଳୟରେ ବିସ୍ତୃତ ଆଲୋଚନା ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ରମ୍ଭାରେ ୩୨ ଏକର ଓ ସାତପଡ଼ାରେ ୮୦ରୁ ୯୦ ଏକର ସରକାରୀ ଜମି ଚିହ୍ନଟ ହୋଇଛି। ଏହି ଅଞ୍ଚଳରେ ଭିତ୍ତିଭୂମି ବିକାଶ କରାଯିବ। ପର୍ଯ୍ୟଟନ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ କରାଯିବ। ଏହି ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଡ଼ ସହ ବେସରକାରୀ ସଂସ୍ଥାକୁ ଆକୃଷ୍ଟ କରିବା କାର୍ଯ୍ୟ କରିବ ପର୍ଯ୍ୟଟନ ବିଭାଗ।

ଆସନ୍ତା ବର୍ଷକ ମଧ୍ୟରେ ଭିତ୍ତିଭୂମି ପ୍ରସ୍ତୁତ କରି ମାଷ୍ଟର ପ୍ଲାନ୍ ଅନୁଯାୟୀ ସମସ୍ତ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା ପ୍ରକଟ କରିଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story