ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର): ଓଡିଶା ବିଜେପିର ବରିଷ୍ଠନେତା, ରାଷ୍ଟ୍ରୀୟକାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୈାଜନ୍ୟମୂଳକସାକ୍ଷାତ କରି ତାଙ୍କ ରଚିତ ଆତ୍ମଜୀବନୀ ପୁସ୍ତକ 'ସଂଗ୍ରାମସରିନାହିଁ'କୁ ଅର୍ପଣ କରିଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଶ୍ରୀ ହରିଚନ୍ଦନ ଓଡିଶାର ବିଭିନ୍ନ ପ୍ରସଙ୍ଗରେ ଅନେକ ସମୟ ଧରି ଆଲୋଚନା କରିଥିଲେ ବୋଲି ଦଳର ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଓ ରାଜ୍ୟ ମୁଖ୍ୟପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Technology
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।