ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ପରଲୋକ

ବଲାଙ୍ଗିର( ଘଟେଶ୍ୱର ମିଶ୍ର): ବର୍ଷୀୟାନ ସାମ୍ବାଦିକ ସତ୍ୟ ନାରାୟଣ ବେହେରାଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା। ଗତକିଛି ଦିନ ହେବ ସେ ଅସୁସ୍ଥ ଥିଲେ। ତାଙ୍କୁ ବଲାଙ୍ଗିରର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ପ୍ରତିଦିନ ଓ ନିଯୁକ୍ତି ଖବରରେ କାମ କରୁଥିଲେ। ସେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠାତା ସଦସ୍ୟ ଥିଲେ। ସେ ଅନେକ […]

journalist dead

journalist dead

Tapaswini Nayak
  • Published: Monday, 29 November 2021
  • Updated: 29 November 2021, 02:59 PM IST

Sports

Latest News

ବଲାଙ୍ଗିର( ଘଟେଶ୍ୱର ମିଶ୍ର): ବର୍ଷୀୟାନ ସାମ୍ବାଦିକ ସତ୍ୟ ନାରାୟଣ ବେହେରାଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା।

ଗତକିଛି ଦିନ ହେବ ସେ ଅସୁସ୍ଥ ଥିଲେ। ତାଙ୍କୁ ବଲାଙ୍ଗିରର ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି କରାଯାଇଥିଲା।

ସେ ପ୍ରତିଦିନ ଓ ନିଯୁକ୍ତି ଖବରରେ କାମ କରୁଥିଲେ। ସେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠାତା ସଦସ୍ୟ ଥିଲେ। ସେ ଅନେକ ସାମ୍ବାଦିକଙ୍କ ପାଇଁ ପ୍ରେରଣା ଥିଲେ। ବୟସ ୮୦ ଡେଇଁ ଥିଲେ ମଧ୍ୟ ସେ ସବୁ ପ୍ରକାର କାର୍ଯ୍ୟକ୍ରମରେ ଯୋଗ ଦେଇ ରିପୋର୍ଟିଂ କରୁଥିଲେ।

ତାଙ୍କ ପରଲୋକରେ ଜିଲ୍ଲା ସାମ୍ବାଦିକ ସଂଘ ଗଭୀର ଦୁଃଖ ପ୍ରକାଶ କରିଛି। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story