୨୭ରେ ବଲାଙ୍ଗିର ଆସିବେ ଉପ ରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ଆସନ୍ତା ୨୭ତାରିଖରେ ବଲାଙ୍ଗିର ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ବଲାଙ୍ଗିର ଗସ୍ତରେ ଆସି ସ୍ଥାନୀୟ ରାଜେନ୍ଦ୍ର କଲେଜର ପ୍ଲାଟିନମ ଜୁବୁଲି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଏଲପିଜି ବଟଲିଂ ପ୍ଲାଣ୍ଟର ମଧ୍ୟ ଶୁଭାରମ୍ଭ କରିବେ ।

we

Hemant Lenka
  • Published: Friday, 15 November 2019
  • , Updated: 15 November 2019, 10:58 PM IST

Related story