ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀ ସମ୍ବର୍ଦ୍ଧନା ଜଣାଇ ପାଛୋଟି ନେଇଥିଲେ। ଏହାପରେ ସେଠାରୁ ରାଜଭବନ ଯାଇଛନ୍ତି ଉପରାଷ୍ଟ୍ରପତି। ମଧ୍ୟାହ୍ନ ଭୋଜନ କରିବେ ପରେ ଅପରାହ୍ନରେ କଟକ ଗସ୍ତ କରିବେ । ସେଠାରେ ବିଜୁ ପଟ୍ଟନାୟକ ଛକରେ ଥିବା ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିସହ […]

Vice -President Of India

Vice -President Of India

Niharika Rout
  • Published: Friday, 02 April 2021
  • Updated: 02 April 2021, 03:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀ ସମ୍ବର୍ଦ୍ଧନା ଜଣାଇ ପାଛୋଟି ନେଇଥିଲେ।

ଏହାପରେ ସେଠାରୁ ରାଜଭବନ ଯାଇଛନ୍ତି ଉପରାଷ୍ଟ୍ରପତି। ମଧ୍ୟାହ୍ନ ଭୋଜନ କରିବେ ପରେ ଅପରାହ୍ନରେ କଟକ ଗସ୍ତ କରିବେ । ସେଠାରେ ବିଜୁ ପଟ୍ଟନାୟକ ଛକରେ ଥିବା ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିସହ ଶାରଳା ସାହିତ୍ୟ ସଂସଦର ୪୦ତମ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବେ।  ଏହାପରେ ଭୁବନେଶ୍ୱର ଫେରି ରାଜଭବନରେ ରାତ୍ରିଯାପନ କରିବେ ।

ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି  ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବ୍ଲୁ ବୁକ୍ ଗାଇଡଲାଇନ୍ ଅନୁସାରେ, ଉପରାଷ୍ଟ୍ରପତି କିଭଳି ଗନ୍ତବ୍ୟସ୍ଥଳକୁ ଯିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story