ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ଏମ୍. ଭେଙ୍କୟା ନାଇଡୁ । ଆଜି ସକାଳ ୯ଟା ୧୫ରେ ଉପରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକ୍ୟାପଟର ଯୋଗେ ବଲାଙ୍ଗିରରେ ପହଞ୍ଚିବେ । ସେଠାରୁ ବାଇ ରୋଡ ବଲାଙ୍ଗିର ଉପକଣ୍ଠ ବରକାନୀ ଯିବେ । ଦିନ ପ୍ରାୟ ସାଢେ ୯ଟାରେ ବିପିସିଏଲ୍‌ ବଟଲିଂ ପ୍ଲାଣ୍ଟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ଉପରାଷ୍ଟ୍ରପତି । ଏହାପରେ  ଉପରାଷ୍ଟ୍ରପତି ବାଇରୋଡ ବଲାଙ୍ଗିରର ଗାନ୍ଧି ଷ୍ଟାଡିୟମ ଯିବେ । ସେଠାରେ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବଲିର […]

bolangiri-2--1

bolangiri-2--1

Niharika Rout
  • Published: Friday, 27 December 2019
  • Updated: 27 December 2019, 11:52 AM IST

Sports

Latest News

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ଏମ୍. ଭେଙ୍କୟା ନାଇଡୁ । ଆଜି ସକାଳ ୯ଟା ୧୫ରେ ଉପରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକ୍ୟାପଟର ଯୋଗେ ବଲାଙ୍ଗିରରେ ପହଞ୍ଚିବେ । ସେଠାରୁ ବାଇ ରୋଡ ବଲାଙ୍ଗିର ଉପକଣ୍ଠ ବରକାନୀ ଯିବେ । ଦିନ ପ୍ରାୟ ସାଢେ ୯ଟାରେ ବିପିସିଏଲ୍‌ ବଟଲିଂ ପ୍ଲାଣ୍ଟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ଉପରାଷ୍ଟ୍ରପତି ।

ଏହାପରେ  ଉପରାଷ୍ଟ୍ରପତି ବାଇରୋଡ ବଲାଙ୍ଗିରର ଗାନ୍ଧି ଷ୍ଟାଡିୟମ ଯିବେ । ସେଠାରେ ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବଲିର ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ଏକ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଏମ୍.ଭେଙ୍କୟା ନାଇଡୁ ଯୋଗ ଦେଉଥିବା ବେଳେ ଉଦ୍‌ଯାପନୀ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩୦ ପ୍ଳାଟୁନ ପୁଲିସ୍‌ ଫୋର୍ସକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story