ଅସତ୍ୟ ଉପରେ ସତ୍ୟର ବିଜୟ, ‘ବିଜୟା ଦଶମୀ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅସତ୍ୟ ଉପରେ ସତ୍ୟ ଓ ଅନ୍ୟାୟ ଉପରେ ନ୍ୟାୟର ବିଜୟ ହେଉଛି ‘ବିଜୟା ଦଶମୀ’। ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ରାବଣ ପୋଡି କରାଯାଉଛି। ଝାରପଡ଼ା ପୂଜା ମଣ୍ଡପ ପକ୍ଷରୁ ରାବଣପୋଡ଼ି ସମ୍ପନ୍ନ ହୋଇଛି। ଏଥିରେ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ ରାବଣର ପ୍ରତିକୃତିରେ ଅଗ୍ନିସଂଯୋଗ କରିଥିଲେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ରାବଣ ପୋଡ଼ି ଉତ୍ସବ ସମ୍ପନ୍ନ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ […]

rabana-podi.jpg1111

rabana-podi.jpg1111

Manoranjan Sial
  • Published: Tuesday, 08 October 2019
  • Updated: 08 October 2019, 09:40 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅସତ୍ୟ ଉପରେ ସତ୍ୟ ଓ ଅନ୍ୟାୟ ଉପରେ ନ୍ୟାୟର ବିଜୟ ହେଉଛି ‘ବିଜୟା ଦଶମୀ’। ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ରାବଣ ପୋଡି କରାଯାଉଛି। ଝାରପଡ଼ା ପୂଜା ମଣ୍ଡପ ପକ୍ଷରୁ ରାବଣପୋଡ଼ି ସମ୍ପନ୍ନ ହୋଇଛି। ଏଥିରେ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ ରାବଣର ପ୍ରତିକୃତିରେ ଅଗ୍ନିସଂଯୋଗ କରିଥିଲେ।

ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ରାବଣ ପୋଡ଼ି ଉତ୍ସବ ସମ୍ପନ୍ନ ହୋଇଛି। ଏଥିରେ ମୁଖ୍ୟଅତିଥିଭାବେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ଅଗ୍ନି ସଂଯୋଗ କରିଥିଲେ। ଅନ୍ୟତମ ଅତିଥିଭାବେ ବିଧାୟକ ପ୍ରଦୀପ ମହାରଥୀ ଯୋଗ ଦେଇଥିଲେ। ରାବଣପୋଡ଼ି ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ବହୁ ଦର୍ଶକଙ୍କ ସମାଗମ ହୋଇଥିଲା।

ସେହିପରି ଷ୍ଟିଲ୍‌ ସିଟି ରାଉରକେଲା ସେକ୍ଟର ୩ରେ ସମ୍ପନ୍ନ ହୋଇଛି ରାବଣପୋଡ଼ି ଉତ୍ସବ। ବିଜେପି ସାଂସଦ ଜୁଏଲ୍ ଓରାମ୍ ମୁଖ୍ୟଅତିଥି ଭାବେ ଯୋଗଦେଇ ରାବଣର ପ୍ରତିକୃତିରେ ଅଗ୍ନିସଂଯୋଗ କରିଥିଲେ। ସେପଟେ ସମ୍ବଲପୁର ସାକ୍ଷୀପଡ଼ା ଓ ମୋଦିପଡ଼ାରେ ସମ୍ପନ୍ନ ହୋଇଛି ରାବଣପୋଡ଼ି କାର୍ଯ୍ୟକ୍ରମ। ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଯୋଗଦେଇ ରାବଣର ପ୍ରତିକୃତିରେ ଅଗ୍ନିସଂଯୋଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story