କରୋନା ଟେଷ୍ଟ୍ ପାଇଁ ଡାକ୍ତରଖାନା ଆସିଥିବା ବ୍ୟକ୍ତିଙ୍କ ମୃତ୍ୟୁ, ରିପୋର୍ଟ ପଜିଟିଭ୍ ଆସିବା ପରେ ଟଳିପଡ଼ିଲେ

ଢେଙ୍କନାଳ (ରାଜଶ୍ରୀ ଶତପଥୀ): ହଜିଗଲା ମାନବିକତା। ରୋଗୀଙ୍କୁ ଚିକିତ୍ସା କରିବା ତ ଦୂରର କଥା ଆହା ପଦେ କହିବା ପାଇଁ ବି କେହି ବାହାରିଲେନି। ଢେଙ୍କାନାଳ ମୁଖ୍ୟଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ। ଏହାର ଭିଡିଓ ସୋଶାଲ୍ ମିଡିଆରେ ଭାଇରାଲ୍ ହେଉଛି। ଏଥିରେ ଦେଖିବାକୁ ମିଳିଛି ଯେ ମେଡିକାଲ ପରିସରରେ ତଳେ ପଡ଼ିଛନ୍ତି ଜଣେ ରୋଗୀ। ଆଉ ତାଙ୍କୁ ଚିକିତ୍ସା କରାଇବାକୁ ନେହୁରା ହେଉଛନ୍ତି ଜଣେ ମହିଳା। ମାତ୍ର ସେଠାରେ ଥିବା ସୁରକ୍ଷାକର୍ମୀ କି ଅନ୍ୟ […]

dhenkanal

dhenkanal

Jitendra Garnayak
  • Published: Tuesday, 15 September 2020
  • Updated: 15 September 2020, 11:11 AM IST

Sports

Latest News

ଢେଙ୍କନାଳ (ରାଜଶ୍ରୀ ଶତପଥୀ): ହଜିଗଲା ମାନବିକତା। ରୋଗୀଙ୍କୁ ଚିକିତ୍ସା କରିବା ତ ଦୂରର କଥା ଆହା ପଦେ କହିବା ପାଇଁ ବି କେହି ବାହାରିଲେନି। ଢେଙ୍କାନାଳ ମୁଖ୍ୟଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ। ଏହାର ଭିଡିଓ ସୋଶାଲ୍ ମିଡିଆରେ ଭାଇରାଲ୍ ହେଉଛି।

ଏଥିରେ ଦେଖିବାକୁ ମିଳିଛି ଯେ ମେଡିକାଲ ପରିସରରେ ତଳେ ପଡ଼ିଛନ୍ତି ଜଣେ ରୋଗୀ। ଆଉ ତାଙ୍କୁ ଚିକିତ୍ସା କରାଇବାକୁ ନେହୁରା ହେଉଛନ୍ତି ଜଣେ ମହିଳା। ମାତ୍ର ସେଠାରେ ଥିବା ସୁରକ୍ଷାକର୍ମୀ କି ଅନ୍ୟ କୌଣସି କର୍ମଚାରୀ ସହାୟତା ପାଇଁ ଆଗେଇ ଆସୁନାହାନ୍ତି।
ମହିଳା ଜଣକ କୌଣସି ଉପାୟ ନପାଇ ରୋଗୀଙ୍କ ଛାତିକୁ ଦବାଉଛନ୍ତି। ଆଉ ନିଜେ ରୋଗୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।
ପ୍ରାଣ ହରାଇଥିବା ବ୍ୟକ୍ତି ଜଣଙ୍କ ଅନୁଗୁଳର ଜଣେ ସରକାରୀ କର୍ମଚାରୀ। ତାଙ୍କ ଘର ଢେଙ୍କାନାଳରେ ବୋଲି ଜଣାପଡ଼ିଛି। ସେ ଗତକାଲି କୋଭିଡ୍ ଟେଷ୍ଟ ପାଇଁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ମାତ୍ର କୋଭିଡ୍ ପଜିଟିଭ୍ ବାହାରିବା ପରେ ସେ ତଳେ ପଡ଼ିଯାଇଥିଲେ। ଏହା ପରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ସିଡିଏମ୍ଓ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story