ଭିଜିଲାନ୍ସ ଜାଲରେ ପୌର ପରିଷଦ ନିର୍ବାହୀ ଅଧିକାରୀ

ଦେବଗଡ଼(ସିଦ୍ଧାର୍ଥ ଗୁରୁ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ ଚାଲିଛି।  କୁଞ୍ଜବନଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ ଟି ସ୍ଥାନରେ ଭିଜିଲାନ୍ସଟିମ୍‌ ଚଢ଼ଉ କରୁଛି। ତାଙ୍କ ଝାରସୁଗୁଡ଼ା ଜିଲ୍ଲା ବନ୍ଧବାହାଲ ସ୍ଥିତ ଶ୍ୱଶୁର ଘର ଓ ଗଣ୍ଡଗରା ସ୍ଥିତ ପୈତୃକ ଘରେ ବି ଚଢଉ ଚାଲିଛି। ଭିଜିଲାନ୍ସ ସମ୍ବଲପୁର ଭିଜିଲାନ୍ସ ଡିଏସ୍ପି ଦାଶରଥୀ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ଉ କରି […]

vigilance

vigilance

Jyoshna Pradhan
  • Published: Tuesday, 07 July 2020
  • Updated: 07 July 2020, 08:15 AM IST

Sports

Latest News

ଦେବଗଡ଼(ସିଦ୍ଧାର୍ଥ ଗୁରୁ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ ଚାଲିଛି।  କୁଞ୍ଜବନଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ ଟି ସ୍ଥାନରେ ଭିଜିଲାନ୍ସଟିମ୍‌ ଚଢ଼ଉ କରୁଛି। ତାଙ୍କ ଝାରସୁଗୁଡ଼ା ଜିଲ୍ଲା ବନ୍ଧବାହାଲ ସ୍ଥିତ ଶ୍ୱଶୁର ଘର ଓ ଗଣ୍ଡଗରା ସ୍ଥିତ ପୈତୃକ ଘରେ ବି ଚଢଉ ଚାଲିଛି।

ଭିଜିଲାନ୍ସ ସମ୍ବଲପୁର ଭିଜିଲାନ୍ସ ଡିଏସ୍ପି ଦାଶରଥୀ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ଉ କରି କାଗଜପତ୍ର ଯାଞ୍ଚ କରୁଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story