vigilance
Advertisment
ଦେବଗଡ଼(ସିଦ୍ଧାର୍ଥ ଗୁରୁ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ ଚାଲିଛି। କୁଞ୍ଜବନଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ ଟି ସ୍ଥାନରେ ଭିଜିଲାନ୍ସଟିମ୍ ଚଢ଼ଉ କରୁଛି। ତାଙ୍କ ଝାରସୁଗୁଡ଼ା ଜିଲ୍ଲା ବନ୍ଧବାହାଲ ସ୍ଥିତ ଶ୍ୱଶୁର ଘର ଓ ଗଣ୍ଡଗରା ସ୍ଥିତ ପୈତୃକ ଘରେ ବି ଚଢଉ ଚାଲିଛି।
Advertisment
ଭିଜିଲାନ୍ସ ସମ୍ବଲପୁର ଭିଜିଲାନ୍ସ ଡିଏସ୍ପି ଦାଶରଥୀ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ଉ କରି କାଗଜପତ୍ର ଯାଞ୍ଚ କରୁଥିବା ଜଣାପଡ଼ିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/07/vigilance-22000.jpg)