ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଫରେଷ୍ଟର

କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଫରେଷ୍ଟର। ତାଙ୍କ ନାଁ ହରିହର ସ୍ୱାଇଁ। ସେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜର ସିନ୍ଧେଇକେଲାରେ ଫରେଷ୍ଟର ଅଛନ୍ତି। ଜଙ୍ଗଲରେ ବିଭିନ୍ନ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହି ଶ୍ରମିକମାନଙ୍କୁ ଫରେଷ୍ଟର ହରିହର ସ୍ୱାଇଁ ଲାଞ୍ଚ ମାଗିଥିଲେ। ସେମାନେ ଏନେଇ ଭିଜିଲାନ୍ସକୁ […]

forester

forester

Jitendra Garnayak
  • Published: Tuesday, 10 May 2022
  • Updated: 10 May 2022, 03:51 PM IST

Sports

Latest News

କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଫରେଷ୍ଟର। ତାଙ୍କ ନାଁ ହରିହର ସ୍ୱାଇଁ। ସେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ରେଞ୍ଜର ସିନ୍ଧେଇକେଲାରେ ଫରେଷ୍ଟର ଅଛନ୍ତି।

ଜଙ୍ଗଲରେ ବିଭିନ୍ନ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଏହି ଶ୍ରମିକମାନଙ୍କୁ ଫରେଷ୍ଟର ହରିହର ସ୍ୱାଇଁ ଲାଞ୍ଚ ମାଗିଥିଲେ। ସେମାନେ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ। ଆଉ ଆଜି ଯୋଜନା ମୁତାବକ ଶ୍ରୀ ସ୍ୱାଇଁ ଲାଞ୍ଚ ମାଗୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରି ନେଇଥିଲେ।

ଫରେଷ୍ଟର ହରିହର ସାହୁଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ସରକାରୀ ବାସଭବନ ଓ ବଙ୍ଗୋମୁଣ୍ଡା ସ୍ଥିତ ରେଞ୍ଜ ଅଫିସ୍‌ରେ ଯାଞ୍ଚ କରାଯାଇଥିଲା। ତା’ପରେ ତାଙ୍କୁ ବଲାଙ୍ଗିର ସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଥିବା ଜଣାପଡ଼ିଛି। ଏହି ଚଢ଼ାଉରେ ବଲାଙ୍ଗିର ଓ ସୋନପୁର ଭିଜିଲାନ୍ସ ଅଧିକାରୀମାନେ ସାମିଲ ହୋଇଥିବା ବେଳେ ତଦନ୍ତ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story