ବିରି ମାଡ଼ ଦେଖି କୋଳଥ ଚେପା

କୋଟିପତି ଓଏଏସ୍‌ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ସେ ତାଙ୍କ ଆୟ ଠାରୁ ୫୦୬% ଅଧିକ ସଂପତ୍ତି ଠୁଳ କରିଛନ୍ତି ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

Manoj Swain
  • Published: Sunday, 25 June 2023
  • Updated: 25 June 2023, 06:59 PM IST

Sports

Latest News

କୋଟିପତି ଓଏଏସ୍‌ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ସେ ତାଙ୍କ ଆୟ ଠାରୁ ୫୦୬% ଅଧିକ ସଂପତ୍ତି ଠୁଳ କରିଛନ୍ତି ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ତାଙ୍କର ଆୟ ବହିର୍ଭୂତ ସଂପତ୍ତିର ମୂଲ୍ୟ ହେଉଛି ୫ କୋଟି ୨୧ ଲକ୍ଷ ୯ ହଜାର ୬୫୯ ଟଙ୍କା ।ଶୁକ୍ରବାର ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କାର ନଗଦ ଜବତ କରାଯାଇଥିଲା, ଯାହା ରାଜ୍ୟ ଭିଜିଲାନ୍ସ ଇତିହାସରେ ଜବତ ନଗଦ ଟଙ୍କା ମଧ୍ୟରେ ଦ୍ୱିତୀୟ ସର୍ବାଧିକ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos