୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଇନ୍ସପେକ୍ଟର ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଗିରଫ କଲା ଭିଜିଲାନ୍ସ। ଗତକାଲି ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଭିଜିଲାନ୍ସ ଇନ୍ସପେକ୍ଟର। ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ […]

Untitled-4

Untitled-4

Tapaswini Nayak
  • Published: Saturday, 14 May 2022
  • Updated: 14 May 2022, 02:47 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଗିରଫ କଲା ଭିଜିଲାନ୍ସ। ଗତକାଲି ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଭିଜିଲାନ୍ସ ଇନ୍ସପେକ୍ଟର।

ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ।

ଇନ୍ସପେକ୍ଟର ମାନସୀ ଜେନାଙ୍କଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଥିଲା। ସେହିପରି ମୁକେଶ ସାହୁଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଆଜି ମାନସୀଙ୍କୁ ଭିଜିଲାନ୍ସ ଗିରଫ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story