ବଲାଙ୍ଗୀର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ବିଡିସିସି ବ୍ୟାଙ୍କ୍ ମ୍ୟାନେଜରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ମ୍ୟାନେଜର ଚକ୍ରଧର ପ୍ରଧାନଙ୍କ ସହରର ଚନ୍ଦ୍ରଶେଖର ନଗର ଥିବା ବାସଗୃହ ସମେତ ଦେବଗଡ, ବରଗଡ ଓ ସମ୍ୱଲପୁର ଠାରେ ଥିବା ନିଜର ଓ ସମ୍ପର୍କୀୟଙ୍କ ଘରେ ଏକାବେଳେ ଚଡାଉ ହୋଇଥିଲା। ଏହିସବୁ ସ୍ଥାନରୁ ନଗଦ ଟଙ୍କା, ସୁନା ଅଳଙ୍କାର ଓ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସିଜ୍ କରିଛି ବରଗଡ ଭିଜିଲାନ୍ସ ଡି ଏସ୍ ପି ରବିନାରାୟଣ ପାତ୍ର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।