ପରମେଶ୍ୱରଙ୍କ ଘରେ ଭିଜିଲାନ୍ସ ରେଡ୍‌

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସହକାରୀ ପରିସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି।  ଭିଜିଲାନ୍ସର ୪ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରିଛି। ବାଲେଶ୍ୱରର ଅଙ୍ଗାରଗାଡ଼ିଆ ବାସଭବନ, ଅଫିସ୍‌ ଓ ଭଦ୍ରକର ବାସୁଦେବପୁରରେ ଚଢ଼ଉ ହୋଇଛି। ଭିଜିଲାନ୍ସ ଏସ୍‌ପି ସୁନିଲ କୁମାର ସେନାପତି କହିଛନ୍ତି,“ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପରମେଶ୍ୱର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହେଇଛି। ତାଙ୍କ ନାଁରେ  ଚାରୋଟି ଜାଗାରେ […]

vigilance

vigilance

Jyoshna Pradhan
  • Published: Tuesday, 11 June 2019
  • Updated: 11 June 2019, 12:19 PM IST

Sports

Latest News

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସହକାରୀ ପରିସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି।  ଭିଜିଲାନ୍ସର ୪ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରିଛି।

ବାଲେଶ୍ୱରର ଅଙ୍ଗାରଗାଡ଼ିଆ ବାସଭବନ, ଅଫିସ୍‌ ଓ ଭଦ୍ରକର ବାସୁଦେବପୁରରେ ଚଢ଼ଉ ହୋଇଛି।

ଭିଜିଲାନ୍ସ ଏସ୍‌ପି ସୁନିଲ କୁମାର ସେନାପତି କହିଛନ୍ତି,“ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପରମେଶ୍ୱର ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହେଇଛି। ତାଙ୍କ ନାଁରେ  ଚାରୋଟି ଜାଗାରେ ସର୍ଚ୍ଚ ୱାରେଣ୍ଟ ଆସିଛି। ଡିଏସ୍‌ପିଙ୍କ ନେତୃତ୍ୱରେ ୪ଟି ଟିମ୍‌ ଚଢ଼ଉ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos