ସୋର (ଶଶିକାନ୍ତ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଅଧ୍ୟାପକ। ସେ ହେଲେ ବାଲେଶ୍ୱର ଜିଲ୍ଲା ତଳନଗର ମହାବିଦ୍ୟାଳୟର ଅଧ୍ୟାପକ ରାମଚନ୍ଦ୍ର ଉପାଧ୍ୟୟ। ତାଙ୍କ ଘରେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଛନ୍ତି। ରାମଚନ୍ଦ୍ରଙ୍କ ଘର ସମେତ ୪ଟି ସ୍ଥାନରେ ବାଲେଶ୍ୱରର ୫ ଜଣିଆ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ଉ କରିଛି।
ବାହାନାଗା ବ୍ଲକ୍ ଆସିମିଳା ଠାରେ ଥିବା ବାସଭବନ ଏବଂ ତଳନଗର କଲେଜ ଛକରେ ଥିବା ତାଙ୍କର ୨ଟି ବିଲ୍ଡିଂରେ ଚଢ଼ଉ ହୋଇଛି। ଚଢ଼ଉ ବେଳେ ୩ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।