ଉଠା ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଉଠା ଜଳସେଚନ ସହକାରୀ ଯନ୍ତ୍ରୀ ବୈକୁଣ୍ଠନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ବୈକୁଣ୍ଠଙ୍କ ଭୁବନେଶ୍ୱରସ୍ଥିତ ଭଡ଼ାଘର, ଯାଜପୁରରେ ଥିବା ପୈତୃକ ଘର, ବରଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଓ ବରଗଡ଼ ଗଂଗାଧାର ନଗର ସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଇଛି। ଭୁବନେଶ୍ୱର ଡିଭିଜନ ଇନସ୍‌ପେକ୍ଟର ମନୋରଞ୍ଜନ ପାଇକରାୟଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ଟିମ୍‌ ଚଢ଼ଉ କରିଛନ୍ତି। ଚଢ଼ଉ […]

vigilace-raid000

vigilace-raid000

Tapaswini Nayak
  • Published: Saturday, 16 November 2019
  • Updated: 16 November 2019, 10:57 AM IST

Sports

Latest News

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଉଠା ଜଳସେଚନ ସହକାରୀ ଯନ୍ତ୍ରୀ ବୈକୁଣ୍ଠନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି।
ବୈକୁଣ୍ଠଙ୍କ ଭୁବନେଶ୍ୱରସ୍ଥିତ ଭଡ଼ାଘର, ଯାଜପୁରରେ ଥିବା ପୈତୃକ ଘର, ବରଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଓ ବରଗଡ଼ ଗଂଗାଧାର ନଗର ସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଇଛି।
ଭୁବନେଶ୍ୱର ଡିଭିଜନ ଇନସ୍‌ପେକ୍ଟର ମନୋରଞ୍ଜନ ପାଇକରାୟଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ଟିମ୍‌ ଚଢ଼ଉ କରିଛନ୍ତି। ଚଢ଼ଉ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story