ବରପାଲି ସିଡିପିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ଘରେ  ଆଜି  ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରାଯାଇଛି। ସଂଯୁକ୍ତାଙ୍କ ବରଗଡ ସହରସ୍ଥିତ  କାଳୀମନ୍ଦିର ଛକ ପାଖ ବାସଭବନ ଓ ପ୍ରଧାନପାଲିସ୍ଥିତ ବାସଭବନରେ ଏକକାଳୀନ ଚଢ଼ଉ ଚାଲିଛି। ବରଗଡ ଭିଜିଲାନ୍ସ ଡିଏସପି ବରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍ ଏହି ଚଢଉରେ ସାମିଲ ହୋଇଛନ୍ତି। ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କା ନିଜ ପ୍ରତିକ୍ରିୟାରେ କହିଛନ୍ତି,“ମୋ ଉପରେ ରାଗ ରଖି ଏପରି କାର୍ଯ୍ୟାନୁଷ୍ଠାନ […]

vigilace,,

vigilace,,

Tapaswini Nayak
  • Published: Thursday, 14 November 2019
  • Updated: 14 November 2019, 09:55 AM IST

Sports

Latest News

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ଘରେ  ଆଜି  ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରାଯାଇଛି। ସଂଯୁକ୍ତାଙ୍କ ବରଗଡ ସହରସ୍ଥିତ  କାଳୀମନ୍ଦିର ଛକ ପାଖ ବାସଭବନ ଓ ପ୍ରଧାନପାଲିସ୍ଥିତ ବାସଭବନରେ ଏକକାଳୀନ ଚଢ଼ଉ ଚାଲିଛି। ବରଗଡ ଭିଜିଲାନ୍ସ ଡିଏସପି ବରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍ ଏହି ଚଢଉରେ ସାମିଲ ହୋଇଛନ୍ତି।

ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କା ନିଜ ପ୍ରତିକ୍ରିୟାରେ କହିଛନ୍ତି,“ମୋ ଉପରେ ରାଗ ରଖି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମୋ ପାଖରେ କିଛି ନାହିଁ। ମୋ ନାଁରେ ୨୦ ଲକ୍ଷ ଟଙ୍କାର ଲୋନ୍‌ ରହିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story