ଭିଜିଲାନ୍ସ ଜାଲରେ ସମବାୟ ସମିତି ସମ୍ପାଦକ

ପଦ୍ମପୁର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ସେବା ସମବାୟ ସମିତିର ସମ୍ପାଦକ ଖଗେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ତାଙ୍କର ବୁଡେନ ଗାଁରେ ଥିବା ଦୁଇଟି ଘର, ପଦ୍ମପୁରର ଦୁଇଟି ଘର, କାର୍ଯ୍ୟାଳୟ ଏବଂ ବେଲପଡା ବ୍ଲକରେ ଥିବା ଶଶୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଚଢ଼ଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇ ନଥିବା ବରଗଡ଼ ଭିଜିଲାନ୍ସ ଡିଏସପି ବିରେନ୍ଦ୍ର କୁମାର ନାୟକ […]

vigilance

vigilance

Jyoshna Pradhan
  • Published: Friday, 26 July 2019
  • Updated: 26 July 2019, 11:36 AM IST

Sports

Latest News

ପଦ୍ମପୁର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବୁଡ଼େନ ସେବା ସମବାୟ ସମିତିର ସମ୍ପାଦକ ଖଗେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ତାଙ୍କର ବୁଡେନ ଗାଁରେ ଥିବା ଦୁଇଟି ଘର, ପଦ୍ମପୁରର ଦୁଇଟି ଘର, କାର୍ଯ୍ୟାଳୟ ଏବଂ ବେଲପଡା ବ୍ଲକରେ ଥିବା ଶଶୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି।

ଚଢ଼ଉ ଜାରି ରହିଥିବାରୁ ସମ୍ପତ୍ତିର ଆକଳନ କରାଯାଇ ନଥିବା ବରଗଡ଼ ଭିଜିଲାନ୍ସ ଡିଏସପି ବିରେନ୍ଦ୍ର କୁମାର ନାୟକ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos