ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ ପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ  ଚଢ଼ାଉ କରାଯାଇଛି।   ଭୁବନେଶ୍ୱର, ବ୍ରହ୍ମପୁର ଓ  ଆସିକା ସମେତ ୮ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।

tt

Rakesh Mallick
  • Published: Thursday, 09 November 2017
  • , Updated: 09 November 2017, 09:56 AM IST

Related story