କିରାଣିଙ୍କ ଘରେ ପଶିଲା ଭିଜିଲାନ୍ସ, ୬ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ କିରାଣି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ କିରାଣି ନନ୍ଦୀ କିଶୋର ନାଥଙ୍କ ଘରେ ଆଜି ପଶିଛି ଭିଜିଲାନ୍ସ । ନନ୍ଦୀ କିଶୋର ରାଉରକେଲା RW ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍‌ରେ କାର୍ଯ୍ୟରତ ଅଛନ୍ତି। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ନନ୍ଦୀ କିଶୋର ନାଥଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି। ଆଜି ସକାଳୁ ରାଉରକେଲା ପାନପୋଷ ନିକଟରେ ଥିବା ନନ୍ଦୀ କିଶୋରଙ୍କ ସରକାରୀ କ୍ୱାର୍ଟର୍ସ, ଭୁବନେଶ୍ୱରର […]

pic

pic

Niharika Rout
  • Published: Tuesday, 10 January 2023
  • Updated: 10 January 2023, 01:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ କିରାଣି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ କିରାଣି ନନ୍ଦୀ କିଶୋର ନାଥଙ୍କ ଘରେ ଆଜି ପଶିଛି ଭିଜିଲାନ୍ସ । ନନ୍ଦୀ କିଶୋର ରାଉରକେଲା RW ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍‌ରେ କାର୍ଯ୍ୟରତ ଅଛନ୍ତି। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ନନ୍ଦୀ କିଶୋର ନାଥଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି।

ଆଜି ସକାଳୁ ରାଉରକେଲା ପାନପୋଷ ନିକଟରେ ଥିବା ନନ୍ଦୀ କିଶୋରଙ୍କ ସରକାରୀ କ୍ୱାର୍ଟର୍ସ, ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଥିବା ଫ୍ଲାଟ, ବରଗଡ଼ରେ ଥିବା ପୈତୃକ ଘର, ରାଉରକେଲାରେ ଥିବା ଅଫିସ ଚାମ୍ବର, ସମ୍ବଲପୁର ଅଇଁଠାପଲ୍ଲୀରେ ଥିବା ଘର ଓ ସମ୍ବଲପୁରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ରେଡ୍‌ ଚାଲିଛି।

ଏହି ଚଢ଼ାଉରେ ୩ ଡିଏସ୍‌ପି, ୯ ଇନ୍ସପେକ୍ଟର, ଜଣେ ଏସ୍‌ଆଇ, ଓ୨ ଜଣ ଏଏସ୍‌ଆଇ ସାମିଲ ହୋଇଛନ୍ତି। ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଜାରି ୱାରେଣ୍ଟ ବଳରେ ଏହି ଚଢ଼ାଉ ହେଉଛି। ତେବେ ଚଢ଼ାଉ ପ୍ରକ୍ରିୟା ଶେଷ ହୋଇ ନ ଥିବାରୁ କ’ଣ କ’ଣ ଜବତ ହୋଇଛି, ସେ ନେଇ ସବିଶେଷ ସୂଚନା ମିଳିପାରିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story