କିରାଣିଙ୍କ ଘରେ ପଶିଲା ଭିଜିଲାନ୍ସ

ବଲାଙ୍ଗିର( ଘଟେଶ୍ୱର ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲ୍ଲାପାଳ ଅଫିସର ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ବଲାଙ୍ଗିରସ୍ଥିତ ଶାନ୍ତିପଡ଼ା ଘର, ତାଲପାଲିପଡ଼ାର ପୈତୃକ ଘର ସହ ସୁବର୍ଣ୍ଣପୁର କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଚଢ଼ାଉ ବେଳେ  ବିଭିନ୍ନ ଆକାଉଣ୍ଟ ଓ ଜମିବାଡି କାଗଜପତ୍ର ଓ କିଛି ସୁନାଗହଣା ମିଳିଥିବା ସୂଚନା ମିଳିଛି। ବଲାଙ୍ଗିର ଡିଏସପିଙ୍କ ନେତୃତ୍ୱରେ ବଲାଙ୍ଗିର,ସୋନପୁର ଓ ସମ୍ୱଲପୁର […]

Vigilance Raid

Vigilance Raid

Tapaswini Nayak
  • Published: Thursday, 18 November 2021
  • Updated: 18 November 2021, 09:57 AM IST

Sports

Latest News

ବଲାଙ୍ଗିର( ଘଟେଶ୍ୱର ମିଶ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲ୍ଲାପାଳ ଅଫିସର ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ବଲାଙ୍ଗିରସ୍ଥିତ ଶାନ୍ତିପଡ଼ା ଘର, ତାଲପାଲିପଡ଼ାର ପୈତୃକ ଘର ସହ ସୁବର୍ଣ୍ଣପୁର କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଚଢ଼ାଉ ବେଳେ  ବିଭିନ୍ନ ଆକାଉଣ୍ଟ ଓ ଜମିବାଡି କାଗଜପତ୍ର ଓ କିଛି ସୁନାଗହଣା ମିଳିଥିବା ସୂଚନା ମିଳିଛି।

ବଲାଙ୍ଗିର ଡିଏସପିଙ୍କ ନେତୃତ୍ୱରେ ବଲାଙ୍ଗିର,ସୋନପୁର ଓ ସମ୍ୱଲପୁର ଭିଜିଲାନ୍ସ ବିଭାଗର କର୍ମଚାରୀ ଏହି ଚଢ଼ଉ କରିଛନ୍ତି। ରମେଶ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।  ଭିଜିଲାନ୍ସ ଟିମ୍‌ ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଥିଲେ।

ଅନ୍ୟପକ୍ଷରେ ରମେଶ କୁମାର ନାଗ କହିଛନ୍ତି, ମୋର ଆୟ ବହିର୍ଭୂତ ସମ୍ପତ୍ତି ନାହିଁ। ଶାନ୍ତିପଡ଼ାରେ ଥିବା ତିନି ମହଲା କୋଠାରେ ଆମେ ଭାଇମାନେ ମିଶି କରି ରହୁ। ମୋ ନାଁରେ ମିଛ ଅଭିଯୋଗ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story