ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଧାନଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ସଇଁତଳା କନ୍ୟାଶ୍ରମର ପ୍ରଧାନଶିକ୍ଷକ ଭୂଗୋଳ ବନଗୁଲାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୂଗୋଳଙ୍କ ନିଜ ଘର, ପାଟଣାଗଡ଼ ବାସଭବନ ଓ ୩ଟି ଜାଗାରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି।

Rakesh Mallick
  • Published: Wednesday, 18 October 2017
  • , Updated: 18 October 2017, 10:50 AM IST

Related story