ଉମରକୋଟ( କାର୍ତ୍ତିକ ମଲ୍ଲିକ ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅନ୍ତର୍ଗତ ବୋରଗାଓ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ରଞ୍ଜିତ କୁମାର ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ପ୍ରଧାନଶିକ୍ଷକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରିଛି। ରଞ୍ଜିତ ପାଣିଗ୍ରାହୀଙ୍କ ରାଇଘରରେ ଥିବା ୩ଟି ବାସଭବନ, ଦୋକାନଗୃହ ସହ ସ୍କୁଲରେ ମଧ୍ୟ ଚଢ଼ଉ ଚାଲିଛି। ଭିଜିଲାନ୍ସ ଟିମ୍ର ୩୦ ଜଣ ସଦସ୍ୟ ୫ଟି ଟିମ୍ରେ ବିଭକ୍ତ ହୋଇ ଚଢ଼ଉ କରୁଛନ୍ତି। ପ୍ରଧାନ ଶିକ୍ଷକଙ୍କ ନାଁରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।