ପାରାଦୀପ(ରମାକାନ୍ତ ନାୟକ): କୁଜଙ୍ଗ ବ୍ଲକରେ ଭିଜିଲାନ୍ସ ଚଢାଉ। କୁଜଙ୍ଗ ତହସିଲର ପୂର୍ବତନ ୫ କର୍ମଚାରୀ ଗତକାଲି ଗିରଫ ହେବା ପରେ ବ୍ଲକ୍ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରିଛି। ମହିଳା ମହାସଂଘରେ ଅର୍ଥ ହେରଫେର୍କୁ ନେଇ ଖୋଳତାଡ ହୋଇଥିବା ସୂଚନା ମିଳିଛି।
ପାଇଖାନା ର୍ନିମାଣରେ ୭୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଏବଂ ମହିଳା ମହାସଂଘର ୨୫ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହେରଫେର। ଏହିପରି ପାଖାପାଖି କୋଟିଏ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପାଇବା ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି। ବ୍ଲକ୍ କାର୍ଯ୍ୟାଳୟରୁ ଅନେକ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ଟିମ୍।
ହିତାଧିକାରୀ ଟଙ୍କା ପାଇନଥିବାବେଳେ ଆକାଉଣ୍ଟରୁ ଲକ୍ଷ ଲକ୍ଷ ଟଙ୍କା ଗାଏବ ହୋଇଛି। ଏନେଇ ବ୍ଲକ୍ ପ୍ରଶାସନ ଆଇନଗତ ପଦକ୍ଷେପ ନେଉଛି। ଏସ୍ଏଚ୍ଜିର ଜଣେ ସଦସ୍ୟ ଅଭିଯୋଗ କରିଥିଲେ। ଅଭିଯଆଗ ଅନୁଯାୟୀ ଭିଜିଲାନ୍ସ ତଦନ୍ତ କରୁଛି ବୋଲି ବିଡିଓ କହିଛନ୍ତି। ଅନ୍ୟପଟେ ତଦନ୍ତ ଚାଲିଥିବା କହି କ୍ୟାମେରା ଆଗରେ କିଛି ତଥ୍ୟ ଦେଇନାହାଁନ୍ତି ଭିଜିଲାନ୍ସ ଡିଏସପି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।