ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ ଆଶୁତୋଷ ସାମଲ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଶୁତୋଷଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆଶୁତୋଷ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗରେ କାମ କରୁଛନ୍ତି। ତାଙ୍କର ବଡ଼ଚଣା, ଭଣ୍ଡାରିପୋଖରୀ ଓ ଭୁବନେଶ୍ୱର ଘର ସହ ଅଫିସରେ ଚଢ଼ାଉ ହୋଇଛି। ତେବେ ବର୍ତ୍ତମାନ ମଧ୍ୟ ଭିଜିଲାନ୍ସ୍ କର୍ତ୍ତୃପକ୍ଷ ଚଢ଼ାଉ ଜାରି ରଖିଥିବା ସୂଚନା ମିଳିଛି।

vigilance

Rakesh Mallick
  • Published: Thursday, 22 March 2018
  • , Updated: 22 March 2018, 03:29 PM IST

Related story