ଏସ୍‌ସିବି ମେଡିକାଲ୍‌ରେ ଭିଜିଲାନ୍ସ ରେଡ୍

କଟକ(ଓଡ଼ିଶା ରିପୋର୍ଟର); ୪ର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତିରେ ଅନିୟମିତତା ନେଇ ଅଭିଯୋଗ ହେବା ପରେ ଆଜି ଏସ୍‌ସିବି ମେଡିକାଲ୍‌ରେ ଭିଜିଲାନ୍ସ ରେଡ୍ ହୋଇଛି । ଭିଜିଲାନ୍ସର ଜଣେ ବରିଷ୍ଠ ଅଧିକାରୀ ଏସ୍‌ସିବି ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର ଓ ଫାଇଲ୍‌ ଜବତ କରି ଯାଞ୍ଚ କରିଛନ୍ତି। ଏସ୍‌ସିବି ମେଡିକାଲରେ ଘରୋଇ ସଂସ୍ଥା ଦ୍ୱାରା ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଲୋକପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଲୋକପାଳଙ୍କ ନିର୍ଦ୍ଦେଶ ପରେ […]

scb-1

scb-1

Niharika Rout
  • Published: Wednesday, 16 October 2019
  • Updated: 16 October 2019, 01:31 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର); ୪ର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତିରେ ଅନିୟମିତତା ନେଇ ଅଭିଯୋଗ ହେବା ପରେ ଆଜି ଏସ୍‌ସିବି ମେଡିକାଲ୍‌ରେ ଭିଜିଲାନ୍ସ ରେଡ୍ ହୋଇଛି । ଭିଜିଲାନ୍ସର ଜଣେ ବରିଷ୍ଠ ଅଧିକାରୀ ଏସ୍‌ସିବି ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାଗଜପତ୍ର ଓ ଫାଇଲ୍‌ ଜବତ କରି ଯାଞ୍ଚ କରିଛନ୍ତି।

ଏସ୍‌ସିବି ମେଡିକାଲରେ ଘରୋଇ ସଂସ୍ଥା ଦ୍ୱାରା ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଲୋକପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଲୋକପାଳଙ୍କ ନିର୍ଦ୍ଦେଶ ପରେ ଭିଜିଲାନ୍ସ ଅଧିକାରୀ ମେଡିକାଲରେ ପହଞ୍ଚି କାଗଜପତ୍ର ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛନ୍ତି।  ତେବେ ଏହି ଚଢ଼ଉ ନେଇ ଏସ୍‌ସିବି ଅଧିକ୍ଷକ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos