ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଉଦଳା(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଉଦଳା କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବାଲେଶ୍ୱର ଭିଜିଲାନ୍ସର ଏକ ଟିମ୍‌ ଏହି ଚଢ଼ାଉ କରିଛି। ଭିଜିଲାନ୍ସର ଏକ ଟିମ୍‌ ନୀଳକଣ୍ଠଙ୍କୁ  ଅଟକ କରି ପଚରାଉଚରା କରିଛି। ଏହାସହ ବିଭିନ୍ନ କାଗଜପତ୍ର ମଧ୍ୟ ଯାଞ୍ଚ କରିଛି। ନୀଳକଣ୍ଠଙ୍କ ଘର, କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଏକକାଳୀନ ଚଢଉ କରିଛି ଭିଜିଲାନ୍ସ।

iop

Tapas Behera
  • Published: Tuesday, 25 June 2019
  • , Updated: 25 June 2019, 04:16 PM IST

ଉଦଳା(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଉଦଳା କ୍ଷୁଦ୍ର ଜଳ ସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବାଲେଶ୍ୱର ଭିଜିଲାନ୍ସର ଏକ ଟିମ୍‌ ଏହି ଚଢ଼ାଉ କରିଛି।

ଭିଜିଲାନ୍ସର ଏକ ଟିମ୍‌ ନୀଳକଣ୍ଠଙ୍କୁ  ଅଟକ କରି ପଚରାଉଚରା କରିଛି। ଏହାସହ ବିଭିନ୍ନ କାଗଜପତ୍ର ମଧ୍ୟ ଯାଞ୍ଚ କରିଛି। ନୀଳକଣ୍ଠଙ୍କ ଘର, କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଏକକାଳୀନ ଚଢଉ କରିଛି ଭିଜିଲାନ୍ସ।

Related story