ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ନୟାଗଡ଼(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଜିଲ୍ଲା ରଣପୁର ଆରଡି ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଋଷିନାଥ ବରାଳଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ରୁଷିନାଥଙ୍କ ଘର ସମେତ ଖୋର୍ଦ୍ଧା, ନୟାଗଡ ଓ ଢେଙ୍କାନାଳର ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଭିଜିଲାନ୍ସର ୪ ଟିମ୍ ଏହି ଚଢ଼ାଉ କରିଛି। ଭିଜିଲାନ୍ସ ବିଭାଗର ୪ଜଣ ଡିଏସପିଙ୍କ ନେତୃତ୍ୱରେ ୮ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସ ବିଭାଗର କର୍ମଚାରୀ ଏହି ଚଢ଼ାଉରେ […]

vigilance

vigilance

Tapaswini Nayak
  • Published: Thursday, 18 November 2021
  • Updated: 18 November 2021, 01:51 PM IST

Sports

Latest News

ନୟାଗଡ଼(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଜିଲ୍ଲା ରଣପୁର ଆରଡି ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଋଷିନାଥ ବରାଳଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ରୁଷିନାଥଙ୍କ ଘର ସମେତ ଖୋର୍ଦ୍ଧା, ନୟାଗଡ ଓ ଢେଙ୍କାନାଳର ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଭିଜିଲାନ୍ସର ୪ ଟିମ୍ ଏହି ଚଢ଼ାଉ କରିଛି।

ଭିଜିଲାନ୍ସ ବିଭାଗର ୪ଜଣ ଡିଏସପିଙ୍କ ନେତୃତ୍ୱରେ ୮ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସ ବିଭାଗର କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢାଉ ସମୟରେ ଗୋଟିଏ ପ୍ଲଟ୍, କାର, ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଠାବ କରିଛି ଭିଜିଲାନ୍ସ।

ରୁଷିନାଥ ଆୟ ବର୍ହିଭୂତ ସମ୍ପର୍ତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।  ଆଜି ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢ଼ାଉ କରିଥିଲା। ଋଷିନାଥଙ୍କୁ ଭୁବନେଶ୍ୱରରେ ଥିବା କ୍ରାଇମବ୍ରାଞ୍ଚ ଅଫିସକୁ ଆଣି ଭିଜିଲାନ୍ସ ପଚରାଉଚରା କରୁଛି। ଋଷିନାଥଙ୍କ ସ୍ଥାବର ଅବସ୍ଥାବର ସମ୍ପତ୍ତିର ଖୋଳତାଡ କରୁଛି ଭିଜିଲାନ୍ସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story