ଜିଲ୍ଲା ଶିଳ୍ପ ଉନ୍ନୟନ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ୮ଟି ଟିମ୍‌ କରୁଛି ତଦନ୍ତ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ଆଜି ସକାଳୁ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଏକାସଙ୍ଗରେ ପୁରୀ, ଭୁବନେଶ୍ୱର ଓ ନୟାଗଡ଼ର ୫ଟି ସ୍ଥାନରେ ଚଢ଼ାଉ କରୁଛି ଭିଜଲାନ୍ସ ଟିମ୍ । ଏହି ଚଢାଉରେ ୮ଟି ଟିମ୍‌ଙ୍କୁ ନିୟୋଜିତ କରାଯାଇଛି । ୪ ଜଣ ଡିଏସ୍‌ପି, ୫ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ଚଢାଉରେ […]

vigilance raid

vigilance raid

Niharika Rout
  • Published: Wednesday, 18 August 2021
  • Updated: 18 August 2021, 09:51 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ଆଜି ସକାଳୁ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଏକାସଙ୍ଗରେ ପୁରୀ, ଭୁବନେଶ୍ୱର ଓ ନୟାଗଡ଼ର ୫ଟି ସ୍ଥାନରେ ଚଢ଼ାଉ କରୁଛି ଭିଜଲାନ୍ସ ଟିମ୍ ।

ଏହି ଚଢାଉରେ ୮ଟି ଟିମ୍‌ଙ୍କୁ ନିୟୋଜିତ କରାଯାଇଛି । ୪ ଜଣ ଡିଏସ୍‌ପି, ୫ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ଚଢାଉରେ ସାମିଲ ହୋଇଛନ୍ତି । ତେବେ ଚଢାଉ ଜାରି ରହିଥିବାରୁ କେତେ ଆୟ ବହିର୍ଭୂତ ସଂପତ୍ତି ମିଳିଛି ତାହା ସ୍ପଷ୍ଟ ହୋଇନାହିଁ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos