ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ଶିଳ୍ପ ଉନ୍ନୟନ ଅଧିକାରୀ ସୀତାରାମ ସାହୁଙ୍କ ଘରେ ଆଜି ସକାଳୁ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଏକାସଙ୍ଗରେ ପୁରୀ, ଭୁବନେଶ୍ୱର ଓ ନୟାଗଡ଼ର ୫ଟି ସ୍ଥାନରେ ଚଢ଼ାଉ କରୁଛି ଭିଜଲାନ୍ସ ଟିମ୍ ।
ଏହି ଚଢାଉରେ ୮ଟି ଟିମ୍ଙ୍କୁ ନିୟୋଜିତ କରାଯାଇଛି । ୪ ଜଣ ଡିଏସ୍ପି, ୫ଜଣ ଇନ୍ସପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ ଚଢାଉରେ ସାମିଲ ହୋଇଛନ୍ତି । ତେବେ ଚଢାଉ ଜାରି ରହିଥିବାରୁ କେତେ ଆୟ ବହିର୍ଭୂତ ସଂପତ୍ତି ମିଳିଛି ତାହା ସ୍ପଷ୍ଟ ହୋଇନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଝୁମର ବିକ୍ରି ନାଁରେ ୧୯ ଲକ୍ଷ ଚୁନ ମାରିଲେ ବ୍ୟବସାୟୀ; ବଦଳାଇ ଦେଲେ ଟଙ୍କା ବାକ୍ସ
ଗତକାଲି ରାତିରେ ଅଜୟ ଓ ଶିବଶଙ୍କରଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଥିଲା।
Miscellaneous
ଜଙ୍ଗଲରେ ପାଟ୍ରୋଲିଂ କରିବ ଅଲ୍-ଟେରେନ୍ ମୋଟର ଯାନ; ଆଖି ପିଛୁଳାକେ ଲିଭାଇବ ନିଆଁ
ଘଞ୍ଚ ଜଙ୍ଗଲ ଭିତରେ ଗଡ଼ିବ ମୋଟର ଯାନ । ନିଆଁ ଲାଗିଲେ ତାହାକୁ ପ୍ରତିହତ କରିବାକୁ ତତକ୍ଷଣାତ ଏହା ନେଇ ପାରିବ ପଦକ୍ଷେପ । ଏଥିପାଇଁ ରାଜ୍ୟର ବିଭିନ୍ନ ଜଙ୍ଗଲକୁ ମିଳିଛି ଅଲ୍-ଟେରେନ୍ ମୋଟର ଯାନ ବା ଏଟିଭି ଏବଂ ଅଗ୍ନି ନିରାକରଣ ସହାୟତା ୟୁନିଟ୍ ।
Crime
କାର୍ରୁ ବାହାରିଲା ୮୮ କେଜି ରୂପା ଇଟା ଓ ନଗଦ ୫ ଲକ୍ଷ ଟଙ୍କା
କାର୍ରେ ଚାଲାଣ ହେଉଥିଲା ରୂପା ଇଟା। ତା’ ସହ ନଗଦ ଟଙ୍କା ବି ଭର୍ତ୍ତି ହୋଇଥିଲା। ଜିଏସ୍ଟି ଫାଙ୍କି କାର୍ଟି ଯାଉଥିବା ବେଳେ ବାଟରେ ମାଡ଼ି ବସିଲା ପୁଲିସ୍।
Accident
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା;୨ ମୃତ, ୨ଗୁରୁତର
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
Crime
ବିଚ୍ ବଜାରରେ ବୀଭତ୍ସ କାଣ୍ଡ; ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ପୂର୍ବ ଶତ୍ରୁତା ହେଲା କାଳ । ବିଚ୍ ବଜାରରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ।