ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ; ପାଇଲା ପୁଳାପୁଳା ଟଙ୍କା ଓ ସୁନା

ପାରଳାଖେମୁଣ୍ଡି(ଆଦର୍ଶ ଦାସ): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୂଆଗଡ଼ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ। ଗଣେଶଙ୍କ ନୂଆଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ଓ ବାସଭବନ, ପାରଳାଖେମୁଣ୍ଡି ଗାନ୍ଧୀ ନଗରସ୍ଥିତ ଭଡ଼ାଘର, ଗୋଷାଣୀ ବ୍ଲକ ହରିଶ୍ଚନ୍ଦ୍ରପୁରସ୍ଥିତ ପୈତୃକ ବାସଭବନ ଏବଂ ଆନ୍ଧ୍ରପ୍ରଦେଶ ପୁରୁଣା ପାଟଣା ସ୍ଥିତ ଘର ଆଦି ୪ଟି ସ୍ଥାନରେ ଚଢ଼ାଉ ହୋଇଛି । ଚଢ଼ାଉ ସମୟରେ ବିପୁଳ ପରିମାଣର ଟଙ୍କା, ସୁନା ଓ ଅନ୍ୟାନ୍ୟ କାଗପତ୍ର ଜବତ ହୋଇଥିବା ଜଣାଯାଇଛି। […]

raid

raid

Niharika Rout
  • Published: Tuesday, 07 December 2021
  • Updated: 07 December 2021, 11:30 AM IST

Sports

Latest News

ପାରଳାଖେମୁଣ୍ଡି(ଆଦର୍ଶ ଦାସ): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନୂଆଗଡ଼ ଫରେଷ୍ଟର ଗଣେଶ ପ୍ରଧାନଙ୍କ ଘରେ ଆଜି ଚଢ଼ାଉ କରିଛି ଭିଜିଲାନ୍ସ।

ଗଣେଶଙ୍କ ନୂଆଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ଓ ବାସଭବନ, ପାରଳାଖେମୁଣ୍ଡି ଗାନ୍ଧୀ ନଗରସ୍ଥିତ ଭଡ଼ାଘର, ଗୋଷାଣୀ ବ୍ଲକ ହରିଶ୍ଚନ୍ଦ୍ରପୁରସ୍ଥିତ ପୈତୃକ ବାସଭବନ ଏବଂ ଆନ୍ଧ୍ରପ୍ରଦେଶ ପୁରୁଣା ପାଟଣା ସ୍ଥିତ ଘର ଆଦି ୪ଟି ସ୍ଥାନରେ ଚଢ଼ାଉ ହୋଇଛି ।

ଚଢ଼ାଉ ସମୟରେ ବିପୁଳ ପରିମାଣର ଟଙ୍କା, ସୁନା ଓ ଅନ୍ୟାନ୍ୟ କାଗପତ୍ର ଜବତ ହୋଇଥିବା ଜଣାଯାଇଛି। ଚଢ଼ାଉ ଚାଲିଥିବାରୁ କେତେ ପରିମାଣରେ ସଂପତ୍ତି ଠାବ କରାଯାଇଛି, ତା’ର ହିସାବ ଏହାର ସଠିକ୍‌ ଆକଳନ ହୋଇପାରିନି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ପୂର୍ବରୁ ଗଣେଶ ପ୍ରଧାନଙ୍କ ନାଁରେ ଅଭିଯୋଗ ହୋଇଥିବା ବେଳେ ସେ ଭିଜିଲାନ୍ସ ସ୍କାନରରେ ଥିଲେ । ଆଉ ଆଜି ସକାଳୁ ସକାଳୁ ତାଙ୍କ ଘର ଉପରେ ଭିଜିଲାନ୍ସ ଚଢ଼ାଉ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story