ସହକାରୀ ବନ ସଂରକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀର ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ଆଜି ସକାଳେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏହି ଚଢ଼ଉ କରାଯାଇଥିଲା। ପ୍ରଶାନ୍ତଙ୍କ ପୁରୀ ଅଫିସ, ଭଡ଼ାଘର, ଢେଙ୍କାନାଳରେ ଥିବା ଶ୍ୱଶୁର ଘର, ବାଲିଅନ୍ତା ସିସିଲୋରେ ଥିବା ନିଜ ପୈତୃକ ଘର ଓ ଭୁବନେଶ୍ୱରର ମହାଭୋଇ ନଗରରେ ଥିବା ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ପୁରୀ ଅଫିସରେ ଚଢଉ […]

vigilace444

vigilace444

Tapaswini Nayak
  • Published: Wednesday, 05 August 2020
  • Updated: 05 August 2020, 04:51 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀର ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ଆଜି ସକାଳେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏହି ଚଢ଼ଉ କରାଯାଇଥିଲା।

ପ୍ରଶାନ୍ତଙ୍କ ପୁରୀ ଅଫିସ, ଭଡ଼ାଘର, ଢେଙ୍କାନାଳରେ ଥିବା ଶ୍ୱଶୁର ଘର, ବାଲିଅନ୍ତା ସିସିଲୋରେ ଥିବା ନିଜ ପୈତୃକ ଘର ଓ ଭୁବନେଶ୍ୱରର ମହାଭୋଇ ନଗରରେ ଥିବା ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି।

ପୁରୀ ଅଫିସରେ ଚଢଉ ବେଳେ ନଗଦ ୪୩ ହଜାର ଟଙ୍କା ଓ ବହୁ ଗୁରତ୍ୱପୂର୍ଣ୍ଣ ଦଲିଲ ସହ ବ୍ୟାଙ୍କ ପାସବୁକ ଜବତ କରାଯାଇଛି। ପ୍ରଶାନ୍ତଙ୍କୁ ନିଜ ହେପାଜତକୁ ନେଇଛି ଭିଜିଲାନ୍ସ ବିଭାଗ। ସେ ଏତେ ପରିମାଣରେ ଆୟ ବହିର୍ଭୁତ ସମ୍ପତ୍ତି କିଭଳି ଠୁଳ କଲେ ସେନେଇ ପଚରାଉଚରା କରାଯିବ ବୋଲି ଭିଜିଲାନ୍ସ ଇନ୍ସପେକ୍ଟର ସୂଚନା ଦେଇଛନ୍ତି। ସେପଟେ ଏଭଳି ଅଭିଯୋଗକୁ ଖଣ୍ଡନ କରିଛନ୍ତି ପ୍ରଶାନ୍ତ ସ୍ୱାଇଁ ।

ଭିଜିଲାନ୍ସ ବିଭାଗର ପାଞ୍ଚଟି ଟିମ୍ ଏହି ଚଢ଼ଉରେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story