ଅଦ୍ୟତନ ହୋଇଛି
vigilance
Advertisment
କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜମପଡ଼ା ହାଇସ୍କୁଲ ଶିକ୍ଷକ ରଞ୍ଜନ ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
Advertisment
ରଞ୍ଜନଙ୍କ ପୈତୃକ ଘର ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଦେଢ଼ କୋଟି ଟଙ୍କାର ସମ୍ପତ୍ତି ଓ ୫୦୦ ଗ୍ରାମ ସୁନା ଗହଣା ସହ ଅନେକଗୁଡ଼ିଏ ସ୍ଥାବର, ଅସ୍ଥାବର ସମ୍ପତ୍ତିର କାଗଜପତ୍ର ଜବତ ହୋଇଛି।
ରଞ୍ଜନ ଜମପଡ଼ା ବାଳିକା ଉଚ୍ଚ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଅଛନ୍ତି।
ରଞ୍ଜନଙ୍କର ୫ଟି ଟ୍ରକ୍,ଦୁଇଟି ମୋଟର ସାଇକେଲ ଓ ଗୋଟିଏ କାର୍ ଥିବା ଜଣାପଡ଼ିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2018/12/67.jpg)