Advertisment

ସହକାରୀ ଯନ୍ତ୍ରୀଙ୍କ ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ କାବା

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବା ବେଳେ ତାଙ୍କର ଅନେକ ଅଚଳାଚଳ ସଂପତ୍ତି ଠାବ କରାଯାଇଛି।

Advertisment

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି କଟକ ସଦର ବ୍ଳକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବା ବେଳେ ତାଙ୍କର ଅନେକ ଅଚଳାଚଳ ସଂପତ୍ତି ଠାବ କରାଯାଇଛି। ଚଢ଼ାଉ ବେଳେ ତାଙ୍କ ଘରୁ ୩୮ ଲକ୍ଷ ଟଙ୍କାର ସୁନା ଓ ରୁପା ଗହଣା ଠାବ କରାଯାଇଛି। କଟକ ଓ ଭୁବନେଶ୍ୱରର ପ୍ରମୁଖ ସ୍ଥାନ ଗୁଡ଼ିକରେ ତାଙ୍କର ୭ଟି ପ୍ଲଟ୍ ରହିଛି।

Advertisment
Vigilance Raid Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe