ଭିଜିଲାନ୍ସ ଜାଲରେ ବାସୁଦେବପୁର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ

ଭଦ୍ରକ: ଭିଜିଲାନ୍ସ  ଜାଲରେ ପଡ଼ିଛନ୍ତି ସହକାରୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲା ବାସୁଦେବପୁର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ବେଣୁଧର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ବେଣୁଧରଙ୍କ ବାସୁଦେବପୁରସ୍ଥିତ ଭଡ଼ାଘର, ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି।

Rakesh Mallick
  • Published: Tuesday, 05 September 2017
  • , Updated: 05 September 2017, 09:28 AM IST

ଭଦ୍ରକ: ଭିଜିଲାନ୍ସ  ଜାଲରେ ପଡ଼ିଛନ୍ତି ସହକାରୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲା ବାସୁଦେବପୁର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ବେଣୁଧର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ବେଣୁଧରଙ୍କ ବାସୁଦେବପୁରସ୍ଥିତ ଭଡ଼ାଘର, ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି।

Related story