ଭିଜିଲାନ୍ସ ପଞ୍ଝାରେ କୋଟିପତି ପ୍ରାଣୀଧନ ନିରୀକ୍ଷକ, ୯ଟି ସ୍ଥାନରେ ଚଢ଼ଉ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଜଗନ୍ନାଥଙ୍କ କଳାରାହାଙ୍ଗ ସ୍ଥିତ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ଉ ଜାରି ରହିଛି। ଏହି ଚଢ଼ାଉରେ ୫ ଜଣ ଡିଏସ୍‌ପି, ୧୦ ଜଣ ଇନ୍‌ସପେକ୍ଟର ସାମିଲ ହୋଇଛନ୍ତି। ଜଗନ୍ନାଥଙ୍କ ଭୁବନେଶ୍ୱର ସ୍ଥିତ ରଘୁନାଥପୁରର ରୟାଲ ଲାଗୁନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ରଘୁନାଥପୁରରେ ତିନି ମହଲା ବିଶିଷ୍ଟ ୨ଟି ଘର […]

vigilance

vigilance

Tapaswini Nayak
  • Published: Thursday, 05 May 2022
  • Updated: 05 May 2022, 11:28 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ଜଗନ୍ନାଥଙ୍କ କଳାରାହାଙ୍ଗ ସ୍ଥିତ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ଉ ଜାରି ରହିଛି।

ଏହି ଚଢ଼ାଉରେ ୫ ଜଣ ଡିଏସ୍‌ପି, ୧୦ ଜଣ ଇନ୍‌ସପେକ୍ଟର ସାମିଲ ହୋଇଛନ୍ତି। ଜଗନ୍ନାଥଙ୍କ ଭୁବନେଶ୍ୱର ସ୍ଥିତ ରଘୁନାଥପୁରର ରୟାଲ ଲାଗୁନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ରଘୁନାଥପୁରରେ ତିନି ମହଲା ବିଶିଷ୍ଟ ୨ଟି ଘର ଓ ଗୋଟିଏ ୨ ମହଲା ବିଶିଷ୍ଟ କୋଠାଘର, ରଘୁନାଥପୁର ପୋଖରୀ ନିକଟରେ ଗୋଟିଏ ୧ ମହଲା ଘର, ରଘୁନାଥପୁର ଗ୍ରୀନ ଗାର୍ଡେନ ଆପାର୍ଟମେଣ୍ଟରେ ଥିବା ଫ୍ଲାଟରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି ରଖିଛି।

ସେହିପରି କଳାରାହାଙ୍ଗ ସ୍ଥିତ ପଶୁ  ଚିକିତ୍ସା କାର୍ଯ୍ୟାଳୟ, ରଘୁନାଥପୁରର ରୟାଲଆର୍କେଡର ୪୦୧ ନମ୍ବର ଫ୍ଲାଟ ଓ କଟକ ଜିଲ୍ଲା ବାଙ୍କୀର ଚାରିଘରିଆରେ ଥିବା ଗୋଟିଏ ଆଉଟ୍ ହାଉସରେ ଚଢ଼ଉ ଚାଲିଛି।

ତେବେ ବର୍ତ୍ତମାନ ଯାଏ ତାଙ୍କର କେତେ ସଂପତ୍ତି ରହିଛି, ତାହାର ଆକଳନ କରାଯାଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story