Advertisment

ହେଡ୍ କ୍ଲର୍କଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗିର(ଓଡ଼ିଶା  ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର ମୁଖ୍ୟ କିରାଣୀ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରାଯାଇଛି। ପ୍ରଫୁଲ୍ଲଙ୍କ ବଲାଙ୍ଗିର ଗାନ୍ଧି ନଗରପଡ଼ାରେ ଥିବା ଦୁଇ ମହଲା କୋଠା, ହାଟପଦା ପଡ଼ାରେ ଥିବା ଦୁଇ ମହଲା କୋଠା ଓ ଆଗଲପୁର ବ୍ଲକରେ ଥିବା କାର୍ଯ୍ୟାଳୟରେ  ଭିଜିଲାନ୍ସ ପକ୍ଷରୁ  ଚଢ଼ାଉ କରାଯାଇଛି। ପ୍ରଫୁଲ୍ଲ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଏହି  ଅଭିଯୋଗକୁ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ହେଡ୍ କ୍ଲର୍କଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Vigilance raid

ବଲାଙ୍ଗିର(ଓଡ଼ିଶା  ରିପୋର୍ଟର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର ମୁଖ୍ୟ କିରାଣୀ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରାଯାଇଛି। ପ୍ରଫୁଲ୍ଲଙ୍କ ବଲାଙ୍ଗିର ଗାନ୍ଧି ନଗରପଡ଼ାରେ ଥିବା ଦୁଇ ମହଲା କୋଠା, ହାଟପଦା ପଡ଼ାରେ ଥିବା ଦୁଇ ମହଲା କୋଠା ଓ ଆଗଲପୁର ବ୍ଲକରେ ଥିବା କାର୍ଯ୍ୟାଳୟରେ  ଭିଜିଲାନ୍ସ ପକ୍ଷରୁ  ଚଢ଼ାଉ କରାଯାଇଛି।

Advertisment

ପ୍ରଫୁଲ୍ଲ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଏହି  ଅଭିଯୋଗକୁ ଭିତ୍ତି କରି ତଦନ୍ତ  ହେବା ପରେ ଆଜି ସକାଳେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢ଼ଉ କରିଥିଲେ।

ମୁଖ୍ୟ କିରାଣୀ ପ୍ରଫୁଲ୍ଲ କୁମାର ସା କହିଛନ୍ତି,  ମୁଁ ଆୟ  ବର୍ହିଭୂତ ସମ୍ପତ୍ତି  ଠୁଳ କରି ନାହିଁ।  ମୋ ନାଁରେ ମିଥ୍ୟା ଅଭିଯୋଗ କରାଯାଇଛି।  ଭିଜିଲାନ୍ସ କର୍ମଚାରୀ ଚଢ଼ାଉ କରୁଛନ୍ତି, ଚଢ଼ାଉ ପରେ ସତ୍ୟାସତ ଜଣାପଡ଼ିବ।

Advertisment
Corrupt Govt Officials Vigilance Raid