ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ଉ

କୁଚିଣ୍ଡା (ଦେବେନ୍ଦ୍ର ବେହେରା): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଏନ.ଏ.ସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର, ସୁନ୍ଦରଗଡ଼, ରାଉରକେଲା, ଦେଓଗଡ଼, ବଲାଙ୍ଗିର ଓ ଝାରସୁଗୁଡ଼ାର ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି   । ସହକାରୀ ଯନ୍ତ୍ରୀଙ୍କ ଘୋଷାସ୍ଥିତ ବାସଭବନ, କୁଚିଣ୍ଡାସ୍ଥିତ ବାସଭବନ ଓ ଶ୍ୱଶୁର ଘରେ ଯାଞ୍ଚ ଚାଲିଥିବା ଜଣାଯାଇଛି। ସେହିପରି ଏନଏସି କାର୍ଯ୍ୟାଳୟରେ ବି ଚଢ଼ଉ ହେବ ବୋଲି […]

-kuchinda

-kuchinda

Niharika Rout
  • Published: Friday, 20 December 2019
  • Updated: 20 December 2019, 10:37 AM IST

Sports

Latest News

କୁଚିଣ୍ଡା (ଦେବେନ୍ଦ୍ର ବେହେରା): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଏନ.ଏ.ସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର, ସୁନ୍ଦରଗଡ଼, ରାଉରକେଲା, ଦେଓଗଡ଼, ବଲାଙ୍ଗିର ଓ ଝାରସୁଗୁଡ଼ାର ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି   ।

ସହକାରୀ ଯନ୍ତ୍ରୀଙ୍କ ଘୋଷାସ୍ଥିତ ବାସଭବନ, କୁଚିଣ୍ଡାସ୍ଥିତ ବାସଭବନ ଓ ଶ୍ୱଶୁର ଘରେ ଯାଞ୍ଚ ଚାଲିଥିବା ଜଣାଯାଇଛି। ସେହିପରି ଏନଏସି କାର୍ଯ୍ୟାଳୟରେ ବି ଚଢ଼ଉ ହେବ ବୋଲି ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos